Online Bible

- Advertisements -




ଦାନିୟେଲ 2:16 - ପବିତ୍ର ବାଇବଲ

16 ଏଥିରେ ଦାନିୟେଲ ରାଜାଙ୍କ ନିକଟକୁ ଯାଇ ଆଉ କିଛି ଅଧିକ ସମୟ ଦେବାକୁ ନିବେଦନ କଲେ। ତାହାହେଲେ ସେ ରାଜାଙ୍କର ସ୍ୱପ୍ନର ଅର୍ଥ ତାଙ୍କ ନିକଟରେ ପ୍ରକାଶ କରିବେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

16 ଏଥିରେ ଦାନିୟେଲ ରାଜାଙ୍କ ନିକଟକୁ ଯାଇ ଆପଣା ପାଇଁ ଗୋଟିଏ ସମୟ ନିରୂପଣ କରିବାକୁ ପ୍ରାର୍ଥନା କଲେ, ତାହା କଲେ ମହାରାଜାଙ୍କ ନିକଟରେ ସ୍ଵପ୍ନର ଅର୍ଥ ପ୍ରକାଶ କରିବି (ବୋଲି) କହିଲେ।

See the chapter Copy

ଓଡିଆ ବାଇବେଲ

16 ଏଥିରେ ଦାନିୟେଲ ରାଜାଙ୍କ ନିକଟକୁ ଯାଇ ଆପଣା ପାଇଁ ଗୋଟିଏ ସମୟ ନିରୂପଣ କରିବାକୁ ପ୍ରାର୍ଥନା କଲେ, ତାହା କଲେ ମହାରାଜାଙ୍କ ନିକଟରେ ସ୍ୱପ୍ନର ଅର୍ଥ ପ୍ରକାଶ କରିବି ବୋଲି କହିଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଏଥିରେ ଦାନିୟେଲ ରାଜାଙ୍କ ନିକଟକୁ ଯାଇ ଆପଣା ପାଇଁ ଗୋଟିଏ ସମୟ ନିରୂପଣ କରିବାକୁ ପ୍ରାର୍ଥନା କଲେ, ତାହା କଲେ ମହାରାଜାଙ୍କ ନିକଟରେ ସ୍ୱପ୍ନର ଅର୍ଥ ପ୍ରକାଶ କରିବି ବୋଲି କହିଲେ।

See the chapter Copy




ଦାନିୟେଲ 2:16

Follow us:

Advertisements


Advertisements