ଦାନିୟେଲ 2:22 - ପବିତ୍ର ବାଇବଲ22 ସେ ଗଭୀର ଓ ଗୁପ୍ତ ବିଷୟ ସବୁ ପ୍ରକାଶ କରି ପାରନ୍ତି। ଯେହେତୁ ଜ୍ୟୋତିଃ ତାଙ୍କ ନିକଟରେ ବାସ କରେ। ଅନ୍ଧକାରରେ ଯାହା ଅଛି ସେ ଜାଣନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)22 ସେ ଗଭୀର ଓ ଗୁପ୍ତ ବିଷୟସବୁ ପ୍ରକାଶ କରନ୍ତି; ଅନ୍ଧକାରରେ ଯାହା ଅଛି, ତାହା ସେ ଜାଣନ୍ତି ଓ ତାହାଙ୍କ ନିକଟରେ ଜ୍ୟୋତିଃ ବାସ କରଇ। See the chapterଓଡିଆ ବାଇବେଲ22 ସେ ଗଭୀର ଓ ଗୁପ୍ତ ବିଷୟସବୁ ପ୍ରକାଶ କରନ୍ତି; ଅନ୍ଧକାରରେ ଯାହା ଅଛି, ତାହା ସେ ଜାଣନ୍ତି ଓ ତାହାଙ୍କ ନିକଟରେ ଜ୍ୟୋତିଃ ବାସ କରଇ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ସେ ଗଭୀର ଓ ଗୁପ୍ତ ବିଷୟସବୁ ପ୍ରକାଶ କରନ୍ତି; ଅନ୍ଧକାରରେ ଯାହା ଅଛି, ତାହା ସେ ଜାଣନ୍ତି ଓ ତାହାଙ୍କ ନିକଟରେ ଜ୍ୟୋତିଃ ବାସ କରଇ। See the chapter |