ଦାନିୟେଲ 2:33 - ପବିତ୍ର ବାଇବଲ33 ତାହାର ଗୋଡ଼ଗୁଡ଼ିକ ଲୌହରେ ନିର୍ମିତ ହୋଇଥିଲା ଓ ପାଦର କିଛି ଅଂଶ ଲୌହରେ ଓ କିଛି ଅଂଶ ମୃତ୍ତିକାରେ ତିଆରି ହୋଇଥିଲା। See the chapterପବିତ୍ର ବାଇବଲ (Re-edited) - (BSI)33 ତାହାର ଚରଣ ଲୌହମୟ ଓ ତାହାର ପାଦର କିଛି ଅଂଶ ଲୌହମୟ, କିଛି ମୃତ୍ତିକାମୟ ଥିଲା। See the chapterଓଡିଆ ବାଇବେଲ33 ତାହାର ଚରଣ ଲୌହମୟ ଓ ତାହାର ପାଦର କିଛି ଅଂଶ ଲୌହମୟ, କିଛି ମୃତ୍ତିକାମୟ ଥିଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ତାହାର ଚରଣ ଲୌହମୟ ଓ ତାହାର ପାଦର କିଛି ଅଂଶ ଲୌହମୟ, କିଛି ମୃତ୍ତିକାମୟ ଥିଲା। See the chapter |