ଦାନିୟେଲ 2:36 - ପବିତ୍ର ବାଇବଲ36 “ସ୍ୱପ୍ନଟି ଏହି, ବର୍ତ୍ତମାନ ଆମ୍ଭେମାନେ ମହାରାଜାଙ୍କୁ ତା'ର ଅର୍ଥ ଜଣାଇବୁ। See the chapterପବିତ୍ର ବାଇବଲ (Re-edited) - (BSI)36 ସ୍ଵପ୍ନଟି ଏହି; ଏବେ ଆମ୍ଭେମାନେ ମହାରାଜାଙ୍କ ଛାମୁରେ ତହିଁର ଅର୍ଥ ଜଣାଇବୁ। See the chapterଓଡିଆ ବାଇବେଲ36 ସ୍ୱପ୍ନଟି ଏହି; ଏବେ ଆମ୍ଭେମାନେ ମହାରାଜାଙ୍କ ଛାମୁରେ ତହିଁର ଅର୍ଥ ଜଣାଇବୁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ସ୍ୱପ୍ନଟି ଏହି; ଏବେ ଆମ୍ଭେମାନେ ମହାରାଜାଙ୍କ ଛାମୁରେ ତହିଁର ଅର୍ଥ ଜଣାଇବୁ। See the chapter |