ଦାନିୟେଲ 2:43 - ପବିତ୍ର ବାଇବଲ43 କିନ୍ତୁ ଲୌହ ଯେପରି ମୃତ୍ତିକାରେ ସମ୍ପୂର୍ଣ୍ଣ ଭାବରେ ମିଶ୍ରିତ ହୁଏ ନାହିଁ, ସେହିପରି ରାଜ୍ୟଗୁଡ଼ିକର ଲୋକମାନେ ମିଶି ଯିବେ ମାତ୍ର ଏକତ୍ରିତ ହୋଇ ପାରିବେ ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)43 ଆଉ, ଆପଣ ଯେପରି କର୍ଦ୍ଦମ ସଙ୍ଗରେ ଲୌହ ମିଶ୍ରିତ ଥିବାର ଦେଖିଲେ, ସେପରି ସେମାନେ ମନୁଷ୍ୟମାନଙ୍କ ବଂଶ ସଙ୍ଗେ ଆପେ ମିଶ୍ରିତ ହେବେ; ମାତ୍ର ଲୌହ ଯେପରି ମୃତ୍ତିକାରେ ମିଶ୍ରିତ ହୁଏ ନାହିଁ, ତଦ୍ରୂପ ସେମାନେ ପରସ୍ପର ସଂଲଗ୍ନ ହୋଇ ରହିବେ ନାହିଁ। See the chapterଓଡିଆ ବାଇବେଲ43 ଆଉ, ଆପଣ ଯେପରି କର୍ଦ୍ଦମ ସଙ୍ଗରେ ଲୌହ ମିଶ୍ରିତ ଥିବାର ଦେଖିଲେ, ସେପରି ସେମାନେ ମନୁଷ୍ୟମାନଙ୍କ ବଂଶ ସଙ୍ଗେ ଆପେ ମିଶ୍ରିତ ହେବେ; ମାତ୍ର ଲୌହ ଯେପରି ମୃତ୍ତିକାରେ ମିଶ୍ରିତ ହୁଏ ନାହିଁ, ତଦ୍ରୂପ ସେମାନେ ପରସ୍ପର ସଂଲଗ୍ନ ହୋଇ ରହିବେ ନାହିଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT43 ଆଉ, ଆପଣ ଯେପରି କର୍ଦ୍ଦମ ସଙ୍ଗରେ ଲୌହ ମିଶ୍ରିତ ଥିବାର ଦେଖିଲେ, ସେପରି ସେମାନେ ମନୁଷ୍ୟମାନଙ୍କ ବଂଶ ସଙ୍ଗେ ଆପେ ମିଶ୍ରିତ ହେବେ; ମାତ୍ର ଲୌହ ଯେପରି ମୃତ୍ତିକାରେ ମିଶ୍ରିତ ହୁଏ ନାହିଁ, ତଦ୍ରୂପ ସେମାନେ ପରସ୍ପର ସଂଲଗ୍ନ ହୋଇ ରହିବେ ନାହିଁ। See the chapter |