ଦାନିୟେଲ 2:45 - ପବିତ୍ର ବାଇବଲ45 “ଏବଂ ଆପଣ ସ୍ୱପ୍ନରେ ଦେଖିଲେ କୌଣସି ଲୋକଦ୍ୱାରା ଛେଦିତ ହୋଇ ନ ଥିବା ଏକ ପ୍ରସ୍ତର ପର୍ବତରୁ ଆସିଲା ଓ ସେହି ପ୍ରସ୍ତର ଲୌହ, ପିତ୍ତଳ, ମୃତ୍ତିକା, ରୂପା ଓ ସୁନାକୁ ଚୂର୍ଣ୍ଣ କଲା। ତେଣୁ ଯାହା ଏହା ପରେ ଘଟିବ ତାହା ମହାନ ପରମେଶ୍ୱର ଆପଣଙ୍କୁ ଜଣାଇଲେ। ଆଉ ଏହି ସ୍ୱପ୍ନ ନିଶ୍ଚିତ ଓ ତାହାର ଅର୍ଥ ସତ୍ୟ।” See the chapterପବିତ୍ର ବାଇବଲ (Re-edited) - (BSI)45 କାରଣ ପର୍ବତରୁ ହସ୍ତ ବିନା ଛେଦିତ ଏକ ପ୍ରସ୍ତର ଯେ ସେହି ଲୌହ, ପିତ୍ତଳ, ମୃତ୍ତିକା, ରୂପା ଓ ସୁନାକୁ ଚୂର୍ଣ୍ଣ କଲା, ଏହା ଆପଣ ଦେଖିଲେ; ଯାହା ଏଥି ଉତ୍ତାରେ ଘଟିବ, ତାହା ମହାନ ପରମେଶ୍ଵର ମହାରାଜାଙ୍କୁ ଜ୍ଞାତ କରାଇ ଅଛନ୍ତି; ପୁଣି, ଏହି ସ୍ଵପ୍ନ ନିଶ୍ଚିତ ଓ ତହିଁର ଅର୍ଥ ସତ୍ୟ। See the chapterଓଡିଆ ବାଇବେଲ45 କାରଣ ପର୍ବତରୁ ହସ୍ତ ବିନା ଛେଦିତ ଏକ ପ୍ରସ୍ତର ଯେ ସେହି ଲୌହ, ପିତ୍ତଳ, ମୃତ୍ତିକା, ରୂପା ଓ ସୁନାକୁ ଚୂର୍ଣ୍ଣ କଲା, ଏହା ଆପଣ ଦେଖିଲେ; ଯାହା ଏଥିଉତ୍ତାରେ ଘଟିବ, ତାହା ମହାନ ପରମେଶ୍ୱର ମହାରାଜାଙ୍କୁ ଜ୍ଞାତ କରାଇ ଅଛନ୍ତି; ପୁଣି, ଏହି ସ୍ୱପ୍ନ ନିଶ୍ଚିତ ଓ ତହିଁର ଅର୍ଥ ସତ୍ୟ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT45 କାରଣ ପର୍ବତରୁ ହସ୍ତ ବିନା ଛେଦିତ ଏକ ପ୍ରସ୍ତର ଯେ ସେହି ଲୌହ, ପିତ୍ତଳ, ମୃତ୍ତିକା, ରୂପା ଓ ସୁନାକୁ ଚୂର୍ଣ୍ଣ କଲା, ଏହା ଆପଣ ଦେଖିଲେ; ଯାହା ଏଥିଉତ୍ତାରେ ଘଟିବ, ତାହା ମହାନ ପରମେଶ୍ୱର ମହାରାଜାଙ୍କୁ ଜ୍ଞାତ କରାଇଅଛନ୍ତି; ପୁଣି, ଏହି ସ୍ୱପ୍ନ ନିଶ୍ଚିତ ଓ ତହିଁର ଅର୍ଥ ସତ୍ୟ।” See the chapter |