ଦାନିୟେଲ 2:47 - ପବିତ୍ର ବାଇବଲ47 ତତ୍ପରେ ଦାନିୟେଲଙ୍କୁ ରାଜା କହିଲେ, “ମୁଁ ଜାଣେ ତୁମ୍ଭର ପରମେଶ୍ୱର ସମସ୍ତ ଈଶ୍ୱରଗଣର ପରମେଶ୍ୱର ଓ ରାଜଗଣର ସଦାପ୍ରଭୁ ଓ ଯେ ଗୁପ୍ତ ବିଷୟଗୁଡ଼ିକର ପ୍ରକାଶକୁ ଆଣନ୍ତି। କାରଣ ତୁମ୍ଭେ ମୋତେ ଏହି ନିଗୂଢ଼ କଥା ପ୍ରକାଶ କରିବାକୁ ସମର୍ଥ ଅଟ।” See the chapterପବିତ୍ର ବାଇବଲ (Re-edited) - (BSI)47 ରାଜା ଦାନିୟେଲଙ୍କୁ ଉତ୍ତର କରି କହିଲା, ତୁମ୍ଭେ ଏହି ନିଗୂଢ଼ କଥା ପ୍ରକାଶ କରିବାକୁ ସମର୍ଥ ହୋଇଅଛ, ଏଥିପାଇଁ ନିଶ୍ଚୟ ତୁମ୍ଭର ପରମେଶ୍ଵର ଈଶ୍ଵରଗଣର ଈଶ୍ଵର ଓ ରାଜଗଣର ପ୍ରଭୁ ଓ ନିଗୂଢ଼ ବିଷୟମାନର ପ୍ରକାଶକ ଅଟନ୍ତି। See the chapterଓଡିଆ ବାଇବେଲ47 ରାଜା ଦାନିୟେଲଙ୍କୁ ଉତ୍ତର କରି କହିଲା, ତୁମ୍ଭେ ଏହି ନିଗୂଢ଼ କଥା ପ୍ରକାଶ କରିବାକୁ ସମର୍ଥ ହୋଇଅଛ, ଏଥିପାଇଁ ନିଶ୍ଚୟ ତୁମ୍ଭର ପରମେଶ୍ୱର ଈଶ୍ୱରଗଣର ଈଶ୍ୱର ଓ ରାଜାଗଣର ପ୍ରଭୁ ଓ ନିଗୂଢ଼ ବିଷୟମାନର ପ୍ରକାଶକ ଅଟନ୍ତି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT47 ରାଜା ଦାନିୟେଲଙ୍କୁ ଉତ୍ତର କରି କହିଲା, “ତୁମ୍ଭେ ଏହି ନିଗୂଢ଼ କଥା ପ୍ରକାଶ କରିବାକୁ ସମର୍ଥ ହୋଇଅଛ, ଏଥିପାଇଁ ନିଶ୍ଚୟ ତୁମ୍ଭର ପରମେଶ୍ୱର ଈଶ୍ୱରଗଣର ଈଶ୍ୱର ଓ ରାଜାଗଣର ପ୍ରଭୁ ଓ ନିଗୂଢ଼ ବିଷୟମାନର ପ୍ରକାଶକ ଅଟନ୍ତି।” See the chapter |