ଦାନିୟେଲ 2:9 - ପବିତ୍ର ବାଇବଲ9 ମାତ୍ର ତୁମ୍ଭେମାନେ ଯଦି ମୋତେ ସେହି ସ୍ୱପ୍ନ ବିଷୟରେ ନ ଜଣାଅ ତେବେ ତୁମ୍ଭେମାନେ ନିଶ୍ଚିତ ଦଣ୍ତ ପାଇବ। କାରଣ ସମୟ ଗଡ଼ାଇବା ପାଇଁ ତୁମ୍ଭେମାନେ ମୋ’ ସମ୍ମୁଖରେ ମିଥ୍ୟା ଓ ପ୍ରବଞ୍ଚନା ବାକ୍ୟ କହିବା ପାଇଁ ପ୍ରସ୍ତୁତ ହୋଇଅଛ। ଏଣୁ ତୁମ୍ଭେମାନେ ସ୍ୱପ୍ନଟି ମୋତେ କୁହ, ତାହାହେଲେ ତୁମ୍ଭେମାନେ ଯେ ତହିଁର ଅର୍ଥ ମୋ’ ନିକଟରେ ପ୍ରକାଶ କରି ପାରିବ, ଏହା ମୁଁ ଜାଣିବି।” See the chapterପବିତ୍ର ବାଇବଲ (Re-edited) - (BSI)9 ମାତ୍ର ତୁମ୍ଭେମାନେ ଯେବେ ସେହି ସ୍ଵପ୍ନ ମୋତେ ନ ଜଣାଅ; ତେବେ ତୁମ୍ଭମାନଙ୍କ ନିମନ୍ତେ ଏକମାତ୍ର ବ୍ୟବସ୍ଥା ଅଛି; କାରଣ ସମୟର ପରିବର୍ତ୍ତନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ମୋʼ ଛାମୁରେ ମିଥ୍ୟା ଓ ପ୍ରବଞ୍ଚନା ବାକ୍ୟ କହିବା ପାଇଁ ପ୍ରସ୍ତୁତ କରିଅଛ; ଏଥିପାଇଁ ତୁମ୍ଭେମାନେ ସ୍ଵପ୍ନଟି ମୋତେ ଜଣାଅ, ତାହାହେଲେ ତୁମ୍ଭେମାନେ ଯେ ତହିଁର ଅର୍ଥ ମୋʼ ନିକଟରେ ପ୍ରକାଶ କରି ପାରିବ, ଏହା ମୁଁ ଜାଣିବି। See the chapterଓଡିଆ ବାଇବେଲ9 ମାତ୍ର ତୁମ୍ଭେମାନେ ଯଦି ସେହି ସ୍ୱପ୍ନ ମୋତେ ନ ଜଣାଅ; ତେବେ ତୁମ୍ଭମାନଙ୍କ ନିମନ୍ତେ ଏକମାତ୍ର ବ୍ୟବସ୍ଥା ଅଛି; କାରଣ ସମୟର ପରିବର୍ତ୍ତନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ମୋ’ ଛାମୁରେ ମିଥ୍ୟା ଓ ପ୍ରବଞ୍ଚନା ବାକ୍ୟ କହିବା ପାଇଁ ପ୍ରସ୍ତୁତ କରିଅଛ; ଏଥିପାଇଁ ତୁମ୍ଭେମାନେ ସ୍ୱପ୍ନଟି ମୋତେ ଜଣାଅ, ତାହାହେଲେ ତୁମ୍ଭେମାନେ ଯେ ତହିଁର ଅର୍ଥ ମୋ’ ନିକଟରେ ପ୍ରକାଶ କରି ପାରିବ, ଏହା ମୁଁ ଜାଣିବି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ମାତ୍ର ତୁମ୍ଭେମାନେ ଯଦି ସେହି ସ୍ୱପ୍ନ ମୋତେ ନ ଜଣାଅ; ତେବେ ତୁମ୍ଭମାନଙ୍କ ନିମନ୍ତେ ଏକମାତ୍ର ବ୍ୟବସ୍ଥା ଅଛି; କାରଣ ସମୟର ପରିବର୍ତ୍ତନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ମୋʼ ଛାମୁରେ ମିଥ୍ୟା ଓ ପ୍ରବଞ୍ଚନା-ବାକ୍ୟ କହିବା ପାଇଁ ପ୍ରସ୍ତୁତ କରିଅଛ; ଏଥିପାଇଁ ତୁମ୍ଭେମାନେ ସ୍ୱପ୍ନଟି ମୋତେ ଜଣାଅ, ତାହାହେଲେ ତୁମ୍ଭେମାନେ ଯେ ତହିଁର ଅର୍ଥ ମୋʼ ନିକଟରେ ପ୍ରକାଶ କରି ପାରିବ, ଏହା ମୁଁ ଜାଣିବି।” See the chapter |