ଦାନିୟେଲ 3:11 - ପବିତ୍ର ବାଇବଲ11 ପୁଣି ଯେକୌଣସି ଲୋକ ମୁଣ୍ତ ନୁଆଁଇ ପ୍ରଣାମ ନ କରିବ ସେ ଜ୍ୱଳନ୍ତା ଅଗ୍ନିକୁଣ୍ତରେ ନିକ୍ଷିପ୍ତ ହେବ। See the chapterପବିତ୍ର ବାଇବଲ (Re-edited) - (BSI)11 ପୁଣି, ଯେକୌଣସି ଲୋକ ଉବୁଡ଼ ହୋଇ ପ୍ରଣାମ ନ କରିବ, ସେ ପ୍ରଜ୍ଵଳିତ ଅଗ୍ନିକୁଣ୍ତରେ ନିକ୍ଷିପ୍ତ ହେବ; See the chapterଓଡିଆ ବାଇବେଲ11 ପୁଣି, ଯେକୌଣସି ଲୋକ ଉବୁଡ଼ ହୋଇ ପ୍ରଣାମ ନ କରିବ, ସେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ; See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପୁଣି, ଯେକୌଣସି ଲୋକ ଉବୁଡ଼ ହୋଇ ପ୍ରଣାମ ନ କରିବ, ସେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ; See the chapter |