ଦାନିୟେଲ 3:4 - ପବିତ୍ର ବାଇବଲ4 ତା'ପରେ ରାଜାଙ୍କର ଜଣେ ଘୋଷକ ଉଚ୍ଚ ସ୍ୱରରେ କହିଲା, “ହେ ଲୋକବୃନ୍ଦ, ଗୋଷ୍ଠୀବର୍ଗ ଓ ବିଭିନ୍ନ ଭାଷାବାଦୀଦଳ, ତୁମ୍ଭମାନଙ୍କୁ ଏହି ଆଜ୍ଞା ଦିଆଗଲା। See the chapterପବିତ୍ର ବାଇବଲ (Re-edited) - (BSI)4 ତହୁଁ ଘୋଷକ ଉଚ୍ଚସ୍ଵରରେ କହିଲା, ହେ ଲୋକବୃନ୍ଦ, ଗୋଷ୍ଠୀବର୍ଗ ଓ ନାନା ଭାଷାବାଦୀଗଣ, ତୁମ୍ଭମାନଙ୍କୁ ଏହି ଆଜ୍ଞା ଦିଆ ଯାଉଅଛି, See the chapterଓଡିଆ ବାଇବେଲ4 ତହୁଁ ଘୋଷକ ଉଚ୍ଚସ୍ୱରରେ କହିଲା, ହେ ଲୋକବୃନ୍ଦ, ଗୋଷ୍ଠୀବର୍ଗ ଓ ନାନା ଭାଷାବାଦୀଗଣ, ତୁମ୍ଭମାନଙ୍କୁ ଏହି ଆଜ୍ଞା ଦିଆ ଯାଉଅଛି, See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତହୁଁ ଘୋଷକ ଉଚ୍ଚସ୍ୱରରେ କହିଲା, “ହେ ଲୋକବୃନ୍ଦ, ଗୋଷ୍ଠୀବର୍ଗ ଓ ନାନା ଭାଷାବାଦୀଗଣ, ତୁମ୍ଭମାନଙ୍କୁ ଏହି ଆଜ୍ଞା ଦିଆଯାଉଅଛି, See the chapter |