ଦାନିୟେଲ 4:5 - ପବିତ୍ର ବାଇବଲ5 ମୁଁ ଗୋଟିଏ ସ୍ୱପ୍ନ ଦେଖିଲି ଓ ତାହା ମୋତେ ଭୟଭୀତ କଲା। ଆଉ ମୁଁ ଶଯ୍ୟା ଉପରେ ଥିବା ବେଳେ ମୋର ଚିନ୍ତା ଓ ମନର ଦର୍ଶନ ମୋତେ ଉଦ୍ବିଗ୍ନ କଲା। See the chapterପବିତ୍ର ବାଇବଲ (Re-edited) - (BSI)5 ମୁଁ ଗୋଟିଏ ସ୍ଵପ୍ନ ଦେଖିଲି, ତାହା ମୋତେ ଭୀତ କରାଇଲା ଓ ଶଯ୍ୟା ଉପରେ ମୋର ଚିନ୍ତା ଓ ମନର ଦର୍ଶନ ମୋତେ ଉଦ୍ବିଗ୍ନ କଲା। See the chapterଓଡିଆ ବାଇବେଲ5 ମୁଁ ଗୋଟିଏ ସ୍ୱପ୍ନ ଦେଖିଲି, ତାହା ମୋତେ ଭୀତ କରାଇଲା ଓ ଶଯ୍ୟା ଉପରେ ମୋର ଚିନ୍ତା ଓ ମନର ଦର୍ଶନ ମୋତେ ଉଦ୍ବିଗ୍ନ କଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ମୁଁ ଗୋଟିଏ ସ୍ୱପ୍ନ ଦେଖିଲି, ତାହା ମୋତେ ଭୀତ କରାଇଲା ଓ ଶଯ୍ୟା ଉପରେ ମୋର ଚିନ୍ତା ଓ ମନର ଦର୍ଶନ ମୋତେ ଉଦ୍ବିଗ୍ନ କଲା। See the chapter |