ଦାନିୟେଲ 4:8 - ପବିତ୍ର ବାଇବଲ8 ଅବଶେଷରେ ମୋ’ ଦେବତାର ନାମାନୁସାରେ ବେଲ୍ଟଶତ୍ସର ନାମ ବିଶିଷ୍ଟ ଦାନିୟେଲ ମୋ’ ନିକଟକୁ ଆସିଲେ, ତାହାଙ୍କ ଅନ୍ତରରେ ପବିତ୍ର ପରମେଶ୍ୱରଙ୍କ ଆତ୍ମା ଅଛନ୍ତି, ମୁଁ ତାଙ୍କୁ ସ୍ୱପ୍ନ ବିଷୟରେ ଜଣାଇଲି। See the chapterପବିତ୍ର ବାଇବଲ (Re-edited) - (BSI)8 ମାତ୍ର ଅବଶେଷରେ ମୋʼ ଦେବତାର ନାମାନୁସାରେ ବେଲ୍ଟଶତ୍ସର ନାମବିଶିଷ୍ଟ ଦାନିୟେଲ ମୋʼ ନିକଟକୁ ଆସିଲେ, ତାଙ୍କ ଅନ୍ତରରେ ପବିତ୍ର ଦେବଗଣର ଆତ୍ମା ଅଛନ୍ତି; ପୁଣି, ମୁଁ ତାଙ୍କୁ ସ୍ଵପ୍ନଟି ଜଣାଇ କହିଲି, See the chapterଓଡିଆ ବାଇବେଲ8 ମାତ୍ର ଅବଶେଷରେ ମୋ’ ଦେବତାର ନାମାନୁସାରେ ବେଲ୍ଟଶତ୍ସର ନାମବିଶିଷ୍ଟ ଦାନିୟେଲ ମୋ’ ନିକଟକୁ ଆସିଲେ, ତାଙ୍କ ଅନ୍ତରରେ ପବିତ୍ର ଦେବଗଣର ଆତ୍ମା ଅଛନ୍ତି; ପୁଣି, ମୁଁ ତାଙ୍କୁ ସ୍ୱପ୍ନଟି ଜଣାଇ କହିଲି, See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ମାତ୍ର ଅବଶେଷରେ ମୋʼ ଦେବତାର ନାମାନୁସାରେ ବେଲ୍ଟଶତ୍ସର ନାମବିଶିଷ୍ଟ ଦାନିୟେଲ ମୋʼ ନିକଟକୁ ଆସିଲେ, ତାଙ୍କ ଅନ୍ତରରେ ପବିତ୍ର ଦେବଗଣର ଆତ୍ମା ଅଛନ୍ତି; ପୁଣି, ମୁଁ ତାଙ୍କୁ ସ୍ୱପ୍ନଟି ଜଣାଇ କହିଲି, See the chapter |