ଦାନିୟେଲ 5:1 - ପବିତ୍ର ବାଇବଲ1 ରାଜା ବେଲ୍ଶତ୍ସର ନିଜର ସହସ୍ର ଅମାତ୍ୟବର୍ଗଙ୍କ ନିମନ୍ତେ ଏକ ମହା ଭୋଜି ପ୍ରସ୍ତୁତ କଲେ। ଆଉ ସେ ସହସ୍ରଙ୍କ ମଧ୍ୟରେ ରାଜା ଦ୍ରାକ୍ଷାରସ ପାନ କଲେ। See the chapterପବିତ୍ର ବାଇବଲ (Re-edited) - (BSI)1 ରାଜା ବେଲ୍ଶତ୍ସର ଆପଣାର ସହସ୍ର ଅମାତ୍ୟବର୍ଗଙ୍କ ନିମନ୍ତେ ଏକ ମହାଭୋଜ ପ୍ରସ୍ତୁତ କଲା ଓ ସେହି ସହସ୍ରଙ୍କ ସାକ୍ଷାତରେ ଦ୍ରାକ୍ଷାରସ ପାନ କଲା। See the chapterଓଡିଆ ବାଇବେଲ1 ରାଜା ବେଲ୍ଶତ୍ସର ଆପଣାର ସହସ୍ର ଅମାତ୍ୟବର୍ଗଙ୍କ ନିମନ୍ତେ ଏକ ମହାଭୋଜ ପ୍ରସ୍ତୁତ କଲା ଓ ସେହି ସହସ୍ରଙ୍କ ସାକ୍ଷାତରେ ଦ୍ରାକ୍ଷାରସ ପାନ କଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ରାଜା ବେଲ୍ଶତ୍ସର ଆପଣାର ସହସ୍ର ଅମାତ୍ୟବର୍ଗଙ୍କ ନିମନ୍ତେ ଏକ ମହାଭୋଜ ପ୍ରସ୍ତୁତ କଲା ଓ ସେହି ସହସ୍ରଙ୍କ ସାକ୍ଷାତରେ ଦ୍ରାକ୍ଷାରସ ପାନ କଲା। See the chapter |