Online Bible

- Advertisements -




ଦାନିୟେଲ 5:12 - ପବିତ୍ର ବାଇବଲ

12 ମୁଁ ଯେଉଁ ବ୍ୟକ୍ତି ବିଷୟରେ କହୁଛି, ସେ ଦାନିୟେଲ। ରାଜା ତାଙ୍କୁ ବେ‌‌ଲ୍‌‌‌‌ଟଶତ୍ସର ନାମ ଦେଇଥିଲେ। ସେହି ବେ‌‌ଲ୍‌‌‌‌ଟଶତ୍ସର ମହାନ ଥିଲେ। ସେ ଜ୍ଞାନୀ, ବୁଦ୍ଧିମାନ ଓ ସ୍ୱପ୍ନଦ୍ରଷ୍ଟା ଅଟନ୍ତି ଓ ସେ ନିଗୂଢ଼ ତଥ୍ୟ ପ୍ରକାଶ କରି ପାରନ୍ତି। ତାଙ୍କୁ ଡକାଅ। ସେ କେବଳ ଏ ଲେଖାର ଅର୍ଥ ବୁଝାଇ ଦେବେ।”

See the chapter Copy

ପବିତ୍ର ବାଇବଲ (Re-edited) - (BSI)

12 କାରଣ ସେହି ଦାନିୟେଲଙ୍କ ଅନ୍ତରରେ ଶ୍ରେଷ୍ଠ ଆତ୍ମା, ଜ୍ଞାନ ଓ ବୁଦ୍ଧି, ସ୍ଵପ୍ନ ଅର୍ଥ କରିବାର ଓ ଗୂଢ଼ ବାକ୍ୟ ପ୍ରକାଶ କରିବାର ଓ ସନ୍ଦେହ ଭଞ୍ଜନ କରିବାର ଶକ୍ତି ଦେଖା ଯାଇଥିଲା, ରାଜା ତାଙ୍କୁ ବେଲ୍ଟଶତ୍ସର ନାମ ଦେଇଥିଲେ। ଏବେ ଦାନିୟେଲଙ୍କୁ ଡକାଯାଉ, ସେ ଅର୍ଥ ପ୍ରକାଶ କରିବେ।

See the chapter Copy

ଓଡିଆ ବାଇବେଲ

12 କାରଣ ସେହି ଦାନିୟେଲଙ୍କ ଅନ୍ତରରେ ଶ୍ରେଷ୍ଠ ଆତ୍ମା, ଜ୍ଞାନ ଓ ବୁଦ୍ଧି, ସ୍ୱପ୍ନ ଅର୍ଥ କରିବାର ଓ ଗୂଢ଼ ବାକ୍ୟ ପ୍ରକାଶ କରିବାର ଓ ସନ୍ଦେହ ଭଞ୍ଜନ କରିବାର ଶକ୍ତି ଦେଖା ଯାଇଥିଲା, ରାଜା ତାଙ୍କୁ ବେଲ୍‍ଟଶତ୍ସର ନାମ ଦେଇଥିଲେ। ଏବେ ଦାନିୟେଲଙ୍କୁ ଡକାଯାଉ, ସେ ଅର୍ଥ ପ୍ରକାଶ କରିବେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 କାରଣ ସେହି ଦାନିୟେଲଙ୍କ ଅନ୍ତରରେ ଶ୍ରେଷ୍ଠ ଆତ୍ମା, ଜ୍ଞାନ ଓ ବୁଦ୍ଧି, ସ୍ୱପ୍ନ ଅର୍ଥ କରିବାର ଓ ଗୂଢ଼ ବାକ୍ୟ ପ୍ରକାଶ କରିବାର ଓ ସନ୍ଦେହ ଭଞ୍ଜନ କରିବାର ଶକ୍ତି ଦେଖା ଯାଇଥିଲା, ରାଜା ତାଙ୍କୁ ବେଲ୍‍ଟଶତ୍ସର ନାମ ଦେଇଥିଲେ। ଏବେ ଦାନିୟେଲଙ୍କୁ ଡକାଯାଉ, ସେ ଅର୍ଥ ପ୍ରକାଶ କରିବେ।”

See the chapter Copy




ଦାନିୟେଲ 5:12

Follow us:

Advertisements


Advertisements