Online Bible

- Advertisements -

ଦାନିୟେଲ 5:14 - ପବିତ୍ର ବାଇବଲ

14 ମୁଁ ତୁମ୍ଭ ବିଷୟରେ ଶୁଣୁଅଛି ଯେ ତୁମ୍ଭ ଅନ୍ତରରେ ଦେବଗଣର ଆତ୍ମା ଅଛନ୍ତି ଓ ଜ୍ଞାନ, ଦୀପ୍ତି, ବୁଦ୍ଧି ଓ ଶ୍ରେଷ୍ଠ ମହିମା ତୁମ୍ଭଠାରେ ଦେଖାଯାଏ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

14 ମୁଁ ତୁମ୍ଭ ବିଷୟରେ ଶୁଣିଅଛି ଯେ, ତୁମ୍ଭ ଅନ୍ତରରେ ଦେବଗଣର ଆତ୍ମା ଅଛନ୍ତି, ଆଉ ଜ୍ଞାନ ଓ ଦୀପ୍ତି, ବୁଦ୍ଧି ଓ ଶ୍ରେଷ୍ଠ ଜ୍ଞାନ ତୁମ୍ଭଠାରେ ଦେଖାଯାଏ।

See the chapter Copy

ଓଡିଆ ବାଇବେଲ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ମୁଁ ତୁମ୍ଭ ବିଷୟରେ ଶୁଣିଅଛି ଯେ, ତୁମ୍ଭ ଅନ୍ତରରେ ଦେବଗଣର ଆତ୍ମା ଅଛନ୍ତି, ଆଉ ଜ୍ଞାନ ଓ ଦୀପ୍ତି, ବୁଦ୍ଧି ଓ ଶ୍ରେଷ୍ଠ ଜ୍ଞାନ ତୁମ୍ଭଠାରେ ଦେଖାଯାଏ।

See the chapter Copy

ଦାନିୟେଲ 5:14

Follow us:

Advertisements

Advertisements