Online Bible

- Advertisements -




ଦାନିୟେଲ 5:17 - ପବିତ୍ର ବାଇବଲ

17 ତା'ପରେ ଦାନିୟେଲ ରାଜାଙ୍କୁ ଉତ୍ତର କରି କହିଲେ, “ହେ ରାଜା ବେ‌‌ଲ୍‌‌‌‌ଶତ୍ସର, ଆପଣଙ୍କର ଦାନ ଆପଣଙ୍କ ପାଖରେ ଥାଉ ଓ ଆପଣଙ୍କର ପୁରସ୍କାର ଅନ୍ୟକୁ ଦିଅନ୍ତୁ। ମାତ୍ର ମୁଁ ମହାରାଜାଙ୍କ ଛାମୁରେ ଏହି ଲେଖା ପଢ଼ିବି ଓ ଏହାର ଅର୍ଥ ଆପଣଙ୍କୁ ଜଣାଇବି।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

17 ସେତେବେଳେ ଦାନିୟେଲ ରାଜାର ଛାମୁରେ ଉତ୍ତର କରି କହିଲେ, ଆପଣଙ୍କର ଦାନ ଆପଣଙ୍କର ଥାଉ ଓ ଆପଣଙ୍କର ପୁରସ୍କାର ଅନ୍ୟକୁ ଦେଉନ୍ତୁ; ତଥାପି ମୁଁ ମହାରାଜାଙ୍କ ଛାମୁରେ ଏହି ଲେଖା ପଢ଼ିବି ଓ ଅର୍ଥ ତାଙ୍କୁ ଜଣାଇବି।

See the chapter Copy

ଓଡିଆ ବାଇବେଲ

17 ସେତେବେଳେ ଦାନିୟେଲ ରାଜାର ଛାମୁରେ ଉତ୍ତର କରି କହିଲେ, ଆପଣଙ୍କର ଦାନ ଆପଣଙ୍କର ଥାଉ ଓ ଆପଣଙ୍କର ପୁରସ୍କାର ଅନ୍ୟକୁ ଦେଉନ୍ତୁ; ତଥାପି ମୁଁ ମହାରାଜାଙ୍କ ଛାମୁରେ ଏହି ଲେଖା ପଢ଼ିବି ଓ ଅର୍ଥ ତାଙ୍କୁ ଜଣାଇବି।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ସେତେବେଳେ ଦାନିୟେଲ ରାଜାର ଛାମୁରେ ଉତ୍ତର କରି କହିଲେ, “ଆପଣଙ୍କର ଦାନ ଆପଣଙ୍କର ଥାଉ ଓ ଆପଣଙ୍କର ପୁରସ୍କାର ଅନ୍ୟକୁ ଦେଉନ୍ତୁ; ତଥାପି ମୁଁ ମହାରାଜାଙ୍କ ଛାମୁରେ ଏହି ଲେଖା ପଢ଼ିବି ଓ ଅର୍ଥ ତାଙ୍କୁ ଜଣାଇବି।

See the chapter Copy




ଦାନିୟେଲ 5:17

Follow us:

Advertisements


Advertisements