Online Bible

- Advertisements -

ଦାନିୟେଲ 5:20 - ପବିତ୍ର ବାଇବଲ

20 “କିନ୍ତୁ ନବୂଖ‌ଦ୍‌ନିତ୍ସର ଗର୍ବୀ ଏବଂ ଜି‌‌ଦ୍‌‌ଖୋର ହେଲେ। ତେଣୁ ତାଙ୍କର ରାଜ୍ୟ ତାଙ୍କଠାରୁ ନିଆଗଲା। ତା'ପରେ ତାଙ୍କୁ ଲୋକମାନଙ୍କ ଗହଣରୁ ତଡ଼ି ଦିଆଗଲା।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

20 ମାତ୍ର ତାଙ୍କର ଅନ୍ତଃକରଣ ଗର୍ବିତ ହୁଅନ୍ତେ ଓ ତାଙ୍କର ଆତ୍ମା କଠିନ ହୋଇ ସେ ଅହଙ୍କାରପୂର୍ବକ ବ୍ୟବହାର କରନ୍ତେ, ସେ ଆପଣା ରାଜସିଂହାସନରୁ ଚ୍ୟୁତ ହେଲେ ଓ ତାଙ୍କର ଗୌରବ ତାଙ୍କଠାରୁ ଅପହୃତ ହେଲା,

See the chapter Copy

ଓଡିଆ ବାଇବେଲ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ମାତ୍ର ତାଙ୍କର ଅନ୍ତଃକରଣ ଗର୍ବିତ ହୁଅନ୍ତେ ଓ ତାଙ୍କର ଆତ୍ମା କଠିନ ହୋଇ ସେ ଅହଙ୍କାରପୂର୍ବକ ବ୍ୟବହାର କରନ୍ତେ, ସେ ଆପଣା ରାଜସିଂହାସନରୁ ଚ୍ୟୁତ ହେଲେ ଓ ତାଙ୍କର ଗୌରବ ତାଙ୍କଠାରୁ ଅପହୃତ ହେଲା,

See the chapter Copy

ଦାନିୟେଲ 5:20

Follow us:

Advertisements

Advertisements