Online Bible

- Advertisements -

ଦାନିୟେଲ 5:21 - ପବିତ୍ର ବାଇବଲ

21 ତାଙ୍କର ମନ ପଶୁତୁଲ୍ୟ ହେଲା ଓ ସେ ବନ୍ୟ ଗର୍ଦ୍ଦଭ ସହିତ ବାସ କଲେ। ଆଉ ସେ ଗୋରୁଗାଈ ପରି ତୃଣ ଭୋଜନ କଲେ ଓ ତାଙ୍କର ଶରୀର କାକରରେ ଭିଜିଲା। ତା'ପରେ ସେ ହୃ‌‌ଦ୍‌‌ବୋଧ କଲେ ଯେ, ସର୍ବୋପରିସ୍ଥ ପରମେଶ୍ୱର ମନୁଷ୍ୟମାନଙ୍କ ଉପରେ କର୍ତ୍ତୃତ୍ୱ କରନ୍ତି। ଏବଂ ପରମେଶ୍ୱର ଯାହାକୁ ଗ୍ଭହାନ୍ତି ତାକୁ ସେ ରାଜ୍ୟରେ ନିଯୁକ୍ତି କରି ପାରନ୍ତି।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

21 ପୁଣି, ସେ ମନୁଷ୍ୟସନ୍ତାନଗଣ ମଧ୍ୟରୁ ଦୂରୀକୃତ ହେଲେ; ତାଙ୍କର ଅନ୍ତଃକରଣ ପଶୁର ତୁଲ୍ୟ ହେଲା ଓ ବନ୍ୟ ଗର୍ଦ୍ଦଭ ସହିତ ତାଙ୍କର ବସତି ହେଲା; ସେ ବଳଦ ପରି ତୃଣ ଭୋଜନ କଲେ ଓ ତାଙ୍କର ଶରୀର ଆକାଶର କାକରରେ ତିନ୍ତିଲା; ଶେଷରେ ସେ ଜାଣିଲେ ଯେ, ସର୍ବୋପରିସ୍ଥ ପରମେଶ୍ଵର ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ଵ କରନ୍ତି ଓ ତହିଁ ଉପରେ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ନିଯୁକ୍ତ କରନ୍ତି।

See the chapter Copy

ଓଡିଆ ବାଇବେଲ

21 ପୁଣି, ସେ ମନୁଷ୍ୟ-ସନ୍ତାନଗଣ ମଧ୍ୟରୁ ଦୂରୀକୃତ ହେଲେ; ତାଙ୍କର ଅନ୍ତଃକରଣ ପଶୁର ତୁଲ୍ୟ ହେଲା ଓ ବନ୍ୟ ଗର୍ଦ୍ଦଭ ସହିତ ତାଙ୍କର ବସତି ହେଲା; ସେ ବଳଦ ପରି ତୃଣ ଭୋଜନ କଲେ ଓ ତାଙ୍କର ଶରୀର ଆକାଶର କାକରରେ ତିନ୍ତିଲା; ଶେଷରେ ସେ ଜାଣିଲେ ଯେ, ସର୍ବୋପରିସ୍ଥ ପରମେଶ୍ୱର ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ତହିଁ ଉପରେ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ନିଯୁକ୍ତ କରନ୍ତି।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

ଦାନିୟେଲ 5:21

Follow us:

Advertisements

Advertisements