ଦାନିୟେଲ 5:31 - ପବିତ୍ର ବାଇବଲ31 ପୁଣି ମାଦୀୟ ଦାରିୟାବସ ରାଜ୍ୟ ପ୍ରାପ୍ତ ହେଲା। ସେ ସମୟରେ ତାହାର ବୟସ ବାଷଠି ବର୍ଷ ହୋଇଥିଲା। See the chapterପବିତ୍ର ବାଇବଲ (Re-edited) - (BSI)31 ପୁଣି, ମାଦୀୟ ଦାରୀୟାବସ ରାଜ୍ୟ ପ୍ରାପ୍ତ ହେଲା, ସେସମୟରେ ତାହାର ପ୍ରାୟ ବାଷଠି ବର୍ଷ ବୟସ ହୋଇଥିଲା। See the chapterଓଡିଆ ବାଇବେଲ31 ପୁଣି, ମାଦୀୟ ଦାରୀୟାବସ ରାଜ୍ୟ ପ୍ରାପ୍ତ ହେଲା, ସେହି ସମୟରେ ତାହାର ପ୍ରାୟ ବାଷଠି ବର୍ଷ ବୟସ ହୋଇଥିଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ପୁଣି, ମାଦୀୟ ଦାରୀୟାବସ ରାଜ୍ୟ ପ୍ରାପ୍ତ ହେଲା, ସେହି ସମୟରେ ତାହାର ପ୍ରାୟ ବାଷଠି ବର୍ଷ ବୟସ ହୋଇଥିଲା। See the chapter |