Online Bible

- Advertisements -

ଦାନିୟେଲ 6:17 - ପବିତ୍ର ବାଇବଲ

17 ପୁଣି ଏକ ବଡ଼ ପଥର ଅଣାଯାଇ ଗର୍ତ୍ତ ମୁଖରେ ରଖାଗଲା। ପୁଣି ରାଜା ନିଜର ମୁଦ୍ରାରେ ଓ ନିଜ ଅମାତ୍ୟଗଣଙ୍କ ମୁଦ୍ରାରେ ତାହା ଅଙ୍କିତ କଲା। ଏହା କରାଗଲା କାରଣ ସେହି ଦାନିୟେଲଙ୍କୁ ଗର୍ତ୍ତରୁ ବାହାର କରିବାକୁ ପଥର ଘୁଞ୍ଚାଇବେ ନାହିଁ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

17 ପୁଣି, ଏକ ପଥର ଅଣାଯାଇ ଗର୍ତ୍ତ ମୁଖରେ ଥୁଆଗଲା; ଆଉ, ଦାନିୟେଲଙ୍କ ବିଷୟରେ ଯେପରି କୌଣସି ପରିବର୍ତ୍ତନ ନ ହେବ, ଏଥିପାଇଁ ରାଜା ଆପଣାର ମୁଦ୍ରାରେ ଓ ଆପଣା ଅମାତ୍ୟଗଣର ମୁଦ୍ରାରେ ତାହା ଅଙ୍କିତ କଲା।

See the chapter Copy

ଓଡିଆ ବାଇବେଲ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ପୁଣି, ଏକ ପଥର ଅଣାଯାଇ ଗର୍ତ୍ତ ମୁଖରେ ଥୁଆଗଲା; ଆଉ, ଦାନିୟେଲଙ୍କ ବିଷୟରେ ଯେପରି କୌଣସି ପରିବର୍ତ୍ତନ ନ ହେବ, ଏଥିପାଇଁ ରାଜା ଆପଣାର ମୁଦ୍ରାରେ ଓ ଆପଣା ଅମାତ୍ୟଗଣର ମୁଦ୍ରାରେ ତାହା ଅଙ୍କିତ କଲା।

See the chapter Copy

ଦାନିୟେଲ 6:17

Follow us:

Advertisements

Advertisements