ଦାନିୟେଲ 6:19 - ପବିତ୍ର ବାଇବଲ19 ପରଦିନ ପ୍ରଭାତରେ ରାଜା ସିଂହମାନଙ୍କ ଗୁମ୍ଫା ନିକଟରେ ତରବର ହୋଇ ପହଞ୍ଚିଲେ। See the chapterପବିତ୍ର ବାଇବଲ (Re-edited) - (BSI)19 ଅନନ୍ତର ରାଜା ଅତି ପ୍ରଭାତରୁ ଉଠି ଶୀଘ୍ର ସିଂହମାନଙ୍କ ଗର୍ତ୍ତ ନିକଟକୁ ଗଲା। See the chapterଓଡିଆ ବାଇବେଲ19 ଏଥିଉତ୍ତାରେ ରାଜା ଅତି ପ୍ରଭାତରୁ ଉଠି ଶୀଘ୍ର ସିଂହମାନଙ୍କ ଗର୍ତ୍ତ ନିକଟକୁ ଗଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଏଥିଉତ୍ତାରେ ରାଜା ଅତି ପ୍ରଭାତରୁ ଉଠି ଶୀଘ୍ର ସିଂହମାନଙ୍କ ଗର୍ତ୍ତ ନିକଟକୁ ଗଲା। See the chapter |