Online Bible

- Advertisements -




ଦାନିୟେଲ 6:27 - ପବିତ୍ର ବାଇବଲ

27 ସେ ଲୋକମାନଙ୍କୁ ଉଦ୍ଧାର କରନ୍ତି ଓ ରକ୍ଷା କରନ୍ତି। ସେ ସ୍ୱର୍ଗରେ ଓ ପୃଥିବୀରେ ଅ‌‌ଦ୍‌‌ଭୂତ ଓ ଅଲୌକିକ କାର୍ଯ୍ୟ ସମ୍ପାଦନ କରନ୍ତି। ସେ ଦାନିୟେଲଙ୍କୁ ସିଂହମାନଙ୍କଠାରୁ ଉଦ୍ଧାର କରିଅଛନ୍ତି।”

See the chapter Copy

ପବିତ୍ର ବାଇବଲ (Re-edited) - (BSI)

27 ସେ ଉଦ୍ଧାର କରନ୍ତି ଓ ରକ୍ଷା କରନ୍ତି, ପୁଣି ସେ ସ୍ଵର୍ଗରେ ଓ ପୃଥିବୀରେ ଚିହ୍ନ ଓ ଅଦ୍ଭୁତ କ୍ରିୟା ସାଧନ କରନ୍ତି; ସେ ଦାନିୟେଲଙ୍କୁ ସିଂହମାନଙ୍କ ବଳରୁ ଉଦ୍ଧାର କରିଅଛନ୍ତି।

See the chapter Copy

ଓଡିଆ ବାଇବେଲ

27 ସେ ଉଦ୍ଧାର କରନ୍ତି ଓ ରକ୍ଷା କରନ୍ତି, ପୁଣି ସେ ସ୍ୱର୍ଗରେ ଓ ପୃଥିବୀରେ ଚିହ୍ନ ଓ ଅଦ୍ଭୁତ କ୍ରିୟା ସାଧନ କରନ୍ତି; ସେ ଦାନିୟେଲଙ୍କୁ ସିଂହମାନଙ୍କ ବଳରୁ ଉଦ୍ଧାର କରିଅଛନ୍ତି।”

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ସେ ଉଦ୍ଧାର କରନ୍ତି ଓ ରକ୍ଷା କରନ୍ତି, ପୁଣି ସେ ସ୍ୱର୍ଗରେ ଓ ପୃଥିବୀରେ ଚିହ୍ନ ଓ ଅଦ୍ଭୁତ କ୍ରିୟା ସାଧନ କରନ୍ତି; ସେ ଦାନିୟେଲଙ୍କୁ ସିଂହମାନଙ୍କ ବଳରୁ ଉଦ୍ଧାର କରିଅଛନ୍ତି।”

See the chapter Copy




ଦାନିୟେଲ 6:27

Follow us:

Advertisements


Advertisements