ଦାନିୟେଲ 6:28 - ପବିତ୍ର ବାଇବଲ28 ଏହିରୂପେ ଦାନିୟେଲ ଦାରିୟାବସର ରାଜତ୍ୱ କାଳରେ ଓ ପାରସିକ କୋରସର ରାଜତ୍ୱକାଳରେ ସଫଳକାମୀ ହେଲେ। See the chapterପବିତ୍ର ବାଇବଲ (Re-edited) - (BSI)28 ଏହିରୂପେ ଦାନିୟେଲ ଦାରୀୟାବସର ରାଜତ୍ଵ କାଳରେ ଓ ପାରସୀକ କୋରସର ରାଜତ୍ଵ କାଳରେ ଉନ୍ନତି ଲାଭ କଲେ। See the chapterଓଡିଆ ବାଇବେଲ28 ଏହିରୂପେ ଦାନିୟେଲ ଦାରୀୟାବସର ରାଜତ୍ଵ ସମୟରେ ଓ ପାରସୀକ କୋରସ୍ର ରାଜତ୍ଵ ସମୟରେ ଉନ୍ନତି ଲାଭ କଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ଏହିରୂପେ ଦାନିୟେଲ ଦାରୀୟାବସର ରାଜତ୍ୱ ସମୟରେ ଓ ପାରସିକ କୋରସ୍ର ରାଜତ୍ୱ ସମୟରେ ଉନ୍ନତି ଲାଭ କଲେ। See the chapter |