ଦାନିୟେଲ 7:10 - ପବିତ୍ର ବାଇବଲ10 ତାଙ୍କ ସମ୍ମୁଖରୁ ଅଗ୍ନିସ୍ରୋତ ନିର୍ଗତ ହୋଇ ବହିଲା ଓ ସହସ୍ର ସହସ୍ର ଲୋକ ତାଙ୍କର ଗ୍ଭରିପଟେ ଛିଡ଼ା ହେଲେ। ବିଗ୍ଭର ସଭା ବସିଲା ଓ ପୁସ୍ତକମାନ ଖୋଲାଗଲା। See the chapterପବିତ୍ର ବାଇବଲ (Re-edited) - (BSI)10 ତାହାଙ୍କ ସମ୍ମୁଖରୁ ଅଗ୍ନିସ୍ରୋତ ନିର୍ଗତ ହୋଇ ବହିଲା; ସହସ୍ର ସହସ୍ର ତାହାଙ୍କର ପରିଚର୍ଯ୍ୟା କଲେ ଓ ଅୟୁତ ଅୟୁତ ତାହାଙ୍କ ସମ୍ମୁଖରେ ଉଭା ହେଲେ। ବିଚାରସଭା ବସିଲା ଓ ପୁସ୍ତକମାନ ଫିଟାଗଲା।। See the chapterଓଡିଆ ବାଇବେଲ10 ତାହାଙ୍କ ସମ୍ମୁଖରୁ ଅଗ୍ନିସ୍ରୋତ ନିର୍ଗତ ହୋଇ ବହିଲା; ସହସ୍ର ସହସ୍ର ତାହାଙ୍କର ପରିଚର୍ଯ୍ୟା କଲେ ଓ ଅୟୁତ ଅୟୁତ ତାହାଙ୍କ ସମ୍ମୁଖରେ ଉଭା ହେଲେ। ବିଚାରସଭା ବସିଲା ଓ ପୁସ୍ତକମାନ ଫିଟାଗଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତାହାଙ୍କ ସମ୍ମୁଖରୁ ଅଗ୍ନିସ୍ରୋତ ନିର୍ଗତ ହୋଇ ବହିଲା; ସହସ୍ର ସହସ୍ର ତାହାଙ୍କର ପରିଚର୍ଯ୍ୟା କଲେ ଓ ଅୟୁତ ଅୟୁତ ତାହାଙ୍କ ସମ୍ମୁଖରେ ଉଭା ହେଲେ। ବିଚାର-ସଭା ବସିଲା ଓ ପୁସ୍ତକମାନ ଫିଟାଗଲା। See the chapter |