ଦାନିୟେଲ 7:16 - ପବିତ୍ର ବାଇବଲ16 ସେଠାରେ ଛିଡ଼ା ହୋଇଥିବା ଲୋକମାନଙ୍କ ମଧ୍ୟରୁ ଜଣକ ନିକଟକୁ ଯାଇ ଏସବୁ ତଥ୍ୟ ପଗ୍ଭରିଲି। ତେଣୁ ସେ ମୋତେ ସେ ସବୁର ଅର୍ଥ ବୁଝାଇ କହିଲେ। See the chapterପବିତ୍ର ବାଇବଲ (Re-edited) - (BSI)16 ମୋର ନିକଟରେ ଯେଉଁମାନେ ଠିଆ ହୋଇଥିଲେ, ସେମାନଙ୍କ ମଧ୍ୟରୁ ଏକ ଜଣର ନିକଟକୁ ମୁଁ ଯାଇ ଏସବୁର ତଥ୍ୟ ପଚାରିଲି। ତହିଁରେ ସେ ମୋତେ ସେହିସବୁର ଅର୍ଥ ଜଣାଇ କହିଲେ। See the chapterଓଡିଆ ବାଇବେଲ16 ମୋର ନିକଟରେ ଯେଉଁମାନେ ଠିଆ ହୋଇଥିଲେ, ସେମାନଙ୍କ ମଧ୍ୟରୁ ଏକ ଜଣର ନିକଟକୁ ମୁଁ ଯାଇ ଏସବୁର ତଥ୍ୟ ପଚାରିଲି। ତହିଁରେ ସେ ମୋତେ ସେହିସବୁର ଅର୍ଥ ଜଣାଇ କହିଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ମୋର ନିକଟରେ ଯେଉଁମାନେ ଠିଆ ହୋଇଥିଲେ, ସେମାନଙ୍କ ମଧ୍ୟରୁ ଏକ ଜଣର ନିକଟକୁ ମୁଁ ଯାଇ ଏସବୁର ତଥ୍ୟ ପଚାରିଲି। ତହିଁରେ ସେ ମୋତେ ସେହିସବୁର ଅର୍ଥ ଜଣାଇ କହିଲେ। See the chapter |