ଦାନିୟେଲ 7:2 - ପବିତ୍ର ବାଇବଲ2 ଦାନିୟେଲ କହିଲେ, “ମୁଁ ରାତ୍ରିକାଳରେ ମୋର ଦର୍ଶନ ପାଇଲି ଯେ ମହାସମୁଦ୍ର ଉପରେ ଆକାଶର ଚତୁର୍ଦ୍ଦିଗରୁ ବାୟୁ ପ୍ରଚଣ୍ତ ବେଗରେ ବହିଲା ସେହି ବାୟୁ ସମୁଦ୍ରକୁ ଅଶାନ୍ତ କଲା। See the chapterପବିତ୍ର ବାଇବଲ (Re-edited) - (BSI)2 ଦାନିୟେଲ କହିଲେ, ମୁଁ ରାତ୍ରିକାଳରେ ଦର୍ଶନକ୍ରମେ ଦେଖିଲି ଯେ, ଦେଖ, ମହାସମୁଦ୍ର ଉପରେ ଆକାଶର ଚତୁର୍ଦ୍ଦିଗରୁ ବାୟୁ ପ୍ରଚଣ୍ତ ରୂପେ ବହିଲା। See the chapterଓଡିଆ ବାଇବେଲ2 ଦାନିୟେଲ କହିଲେ, “ମୁଁ ରାତ୍ରିକାଳରେ ଦର୍ଶନକ୍ରମେ ଦେଖିଲି ଯେ, ଦେଖ, ମହାସମୁଦ୍ର ଉପରେ ଆକାଶର ଚତୁର୍ଦ୍ଦିଗରୁ ବାୟୁ ପ୍ରଚଣ୍ଡ ରୂପେ ବହିଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଦାନିୟେଲ କହିଲେ, “ମୁଁ ରାତ୍ରିକାଳରେ ଦର୍ଶନକ୍ରମେ ଦେଖିଲି ଯେ, ଦେଖ, ମହାସମୁଦ୍ର ଉପରେ ଆକାଶର ଚତୁର୍ଦ୍ଦିଗରୁ ବାୟୁ ପ୍ରଚଣ୍ଡ ରୂପେ ବହିଲା। See the chapter |