ଦାନିୟେଲ 7:6 - ପବିତ୍ର ବାଇବଲ6 “ଏହା ପରେ ମୁଁ ତୃତୀୟ ପଶୁକୁ ଦେଖିଲି, ସେ ଚିତାବାଘ ସଦୃଶ ଥିଲା। ତା'ର ପୃଷ୍ଠ ଭାଗରେ ପକ୍ଷୀର ଗ୍ଭରି ଡେଣା ଥିଲା। ଆଉ ମଧ୍ୟ ତାହାର ଗ୍ଭରି ମସ୍ତକ ଥିଲା ଓ ତାକୁ ଶାସନ କରିବାକୁ ଅଧିକାର ଦିଆଗଲା। See the chapterପବିତ୍ର ବାଇବଲ (Re-edited) - (BSI)6 ଏଉତ୍ତାରେ ମୁଁ ଦେଖିଲି, ଦେଖ, ଚିତାବାଘ ସଦୃଶ ଆଉ ଗୋଟିଏ ପଶୁ, ତାହାର ପିଠିରେ ପକ୍ଷୀର ଚାରି ଡେଣା ଥିଲା; ମଧ୍ୟ ସେ ପଶୁର ଚାରି ମସ୍ତକ ଥିଲା; ଆଉ, ତାହାକୁ କର୍ତ୍ତୃତ୍ଵ ଦିଆଗଲା। See the chapterଓଡିଆ ବାଇବେଲ6 ଏଉତ୍ତାରେ ମୁଁ ଦେଖିଲି, ଦେଖ, ଚିତାବାଘ ସଦୃଶ ଆଉ ଗୋଟିଏ ପଶୁ, ତାହାର ପିଠିରେ ପକ୍ଷୀର ଚାରି ଡେଣା ଥିଲା; ମଧ୍ୟ ସେ ପଶୁର ଚାରି ମସ୍ତକ ଥିଲା ଆଉ, ତାହାକୁ କର୍ତ୍ତୃତ୍ୱ ଦିଆଗଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏଉତ୍ତାରେ ମୁଁ ଦେଖିଲି, ଦେଖ, ଚିତାବାଘ ସଦୃଶ ଆଉ ଗୋଟିଏ ପଶୁ, ତାହାର ପିଠିରେ ପକ୍ଷୀର ଚାରି ଡେଣା ଥିଲା; ମଧ୍ୟ ସେ ପଶୁର ଚାରି ମସ୍ତକ ଥିଲା ଆଉ, ତାହାକୁ କର୍ତ୍ତୃତ୍ୱ ଦିଆଗଲା। See the chapter |