Online Bible

- Advertisements -




ଦାନିୟେଲ 8:13 - ପବିତ୍ର ବାଇବଲ

13 ତା'ପରେ ଏକ ପବିତ୍ର ସ୍ୱର୍ଗଦୂତ କହିବାର ମୁଁ ଶୁଣିଲି। ତା'ପରେ ଅନ୍ୟ ଏକ ସ୍ୱର୍ଗଦୂତ ଏହି ଦୂତକୁ ପଗ୍ଭରିଲେ, “କେତେଦିନ ପର୍ଯ୍ୟନ୍ତ ନିତ୍ୟ ହୋମବଳି ବିରୁଦ୍ଧରେ ଏହି ଦର୍ଶନ ରହିବ ଏବଂ କେତେକାଳ ପର୍ଯ୍ୟନ୍ତ ଏହି ଲୋମହର୍ଷକ ଦୋଷ ଗ୍ଭଲିବ ଯେ, ମନ୍ଦିର ଏହିପରି ଭାବରେ ପଦଦଳନ ହେବାକୁ ଅନୁମତି ହୋଇଛି?”

See the chapter Copy

ପବିତ୍ର ବାଇବଲ (Re-edited) - (BSI)

13 ଏଉତ୍ତାରେ ମୁଁ ଏକ ପବିତ୍ର ବ୍ୟକ୍ତି କଥା କହିବାର ଶୁଣିଲି; ଆଉ, ଯେ କଥା କହିଲେ, ତାଙ୍କୁ ଅନ୍ୟ ଏକ ପବିତ୍ର ବ୍ୟକ୍ତି ପଚାରିଲେ, ନିତ୍ୟ ହୋମବଳି ଓ ଧ୍ଵଂସକାରୀ ଆଜ୍ଞା ଲଙ୍ଘନ ଓ ଦଳିତ ହେବା ନିମନ୍ତେ ଧର୍ମଧାମର ଓ ବାହିନୀର ସମର୍ପଣ ହେବା ବିଷୟକ ଯେଉଁ ଦର୍ଶନ, ତାହା କେତେ କାଳ ପର୍ଯ୍ୟନ୍ତ ହେବ?

See the chapter Copy

ଓଡିଆ ବାଇବେଲ

13 ଏଉତ୍ତାରେ ମୁଁ ଏକ ପବିତ୍ର ବ୍ୟକ୍ତି କଥା କହିବାର ଶୁଣିଲି; ଆଉ, ଯେ କଥା କହିଲେ, ତାଙ୍କୁ ଅନ୍ୟ ଏକ ପବିତ୍ର ବ୍ୟକ୍ତି ପଚାରିଲେ, ନିତ୍ୟ ହୋମବଳି ଓ ଧ୍ୱଂସକାରୀ ଆଜ୍ଞା-ଲଙ୍ଘନ ଓ ଦଳିତ ହେବା ନିମନ୍ତେ ଧର୍ମଧାମର ଓ ବାହିନୀର ସମର୍ପଣ ହେବା ବିଷୟକ ଯେଉଁ ଦର୍ଶନ, ତାହା କେତେ କାଳ ପର୍ଯ୍ୟନ୍ତ ହେବ ?

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଏଉତ୍ତାରେ ମୁଁ ଏକ ପବିତ୍ର ବ୍ୟକ୍ତି କଥା କହିବାର ଶୁଣିଲି; ଆଉ, ଯେ କଥା କହିଲେ, ତାଙ୍କୁ ଅନ୍ୟ ଏକ ପବିତ୍ର ବ୍ୟକ୍ତି ପଚାରିଲେ, “ନିତ୍ୟ ହୋମବଳି ଓ ଧ୍ୱଂସକାରୀ ଆଜ୍ଞାଲଙ୍ଘନ ଓ ଦଳିତ ହେବା ନିମନ୍ତେ ଧର୍ମଧାମର ଓ ବାହିନୀର ସମର୍ପଣ ହେବା ବିଷୟକ ଯେଉଁ ଦର୍ଶନ, ତାହା କେତେ କାଳ ପର୍ଯ୍ୟନ୍ତ ହେବ?”

See the chapter Copy




ଦାନିୟେଲ 8:13

Follow us:

Advertisements


Advertisements