ଦାନିୟେଲ 8:15 - ପବିତ୍ର ବାଇବଲ15 ଅନନ୍ତର ମୁଁ, ଦାନିୟେଲ, ଏହି ଦର୍ଶନ ପାଇଲା ପରେ ତାହା ବୁଝିବା ପାଇଁ ଚେଷ୍ଠା କଲି। ଏବଂ ଜଣେ ମନୁଷ୍ୟ ପରି ଦେଖାଯାଉଥିବା ପ୍ରାଣୀ ମୋ’ ସମ୍ମୁଖରେ ଆବିର୍ଭାବ ହୋଲା। See the chapterପବିତ୍ର ବାଇବଲ (Re-edited) - (BSI)15 ଅନନ୍ତର ମୁଁ ଦାନିୟେଲ ଏହି ଦର୍ଶନ ପାଇଲା ଉତ୍ତାରେ ତାହା ବୁଝିବା ପାଇଁ ଚେଷ୍ଟା କଲି; ଆଉ ଦେଖ, ମନୁଷ୍ୟାକୃତି ଏକ ବ୍ୟକ୍ତି ସମ୍ମୁଖରେ ଠିଆ ହେଲେ। See the chapterଓଡିଆ ବାଇବେଲ15 ଏଥିଉତ୍ତାରେ ମୁଁ ଦାନିୟେଲ ଏହି ଦର୍ଶନ ପାଇଲା ଉତ୍ତାରେ ତାହା ବୁଝିବା ପାଇଁ ଚେଷ୍ଟା କଲି; ଆଉ ଦେଖ, ମନୁଷ୍ୟାକୃତି ଏକ ବ୍ୟକ୍ତି ସମ୍ମୁଖରେ ଠିଆ ହେଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏଥିଉତ୍ତାରେ ମୁଁ ଦାନିୟେଲ ଏହି ଦର୍ଶନ ପାଇଲା ଉତ୍ତାରେ ତାହା ବୁଝିବା ପାଇଁ ଚେଷ୍ଟା କଲି; ଆଉ ଦେଖ, ମନୁଷ୍ୟାକୃତି ଏକ ବ୍ୟକ୍ତି ସମ୍ମୁଖରେ ଠିଆ ହେଲେ। See the chapter |