ଦାନିୟେଲ 8:2 - ପବିତ୍ର ବାଇବଲ2 ଯେତେବେଳେ ମୁଁ ଏଲମର ରାଜଧାନୀ ଶୂଶନ୍ ରେ ଥିଲି, ଏବଂ ଉଲୟ ନଦୀ ନିକଟରେ ଛିଡ଼ା ହେଉଥିଲି। ମୁଁ ଏହି ଦର୍ଶନ ପାଇଲି। See the chapterପବିତ୍ର ବାଇବଲ (Re-edited) - (BSI)2 ପୁଣି, ମୁଁ ଦର୍ଶନ କ୍ରମେ ଦେଖିଲି; ମୁଁ ଦେଖୁ ଦେଖୁ ଦେଖିଲି ଯେ, ମୁଁ ଏଲମ ପ୍ରଦେଶସ୍ଥ ଶୂଶନ ରାଜଗୃହରେ ଅଛି; ଆଉ, ଦର୍ଶନ କ୍ରମେ ମୁଁ ଦେଖିଲି ଯେ, ମୁଁ ଉଳୟ ନଦୀ ନିକଟରେ ଅଛି। See the chapterଓଡିଆ ବାଇବେଲ2 ପୁଣି, ମୁଁ ଦର୍ଶନ କ୍ରମେ ଦେଖିଲି; ମୁଁ ଦେଖୁ ଦେଖୁ ଦେଖିଲି ଯେ, ମୁଁ ଏଲମ୍ ପ୍ରଦେଶସ୍ଥ ଶୂଶନ୍ ରାଜଗୃହରେ ଅଛି; ଆଉ, ସେହି ଦର୍ଶନରେ ମୁଁ ଦେଖିଲି ଯେ, ମୁଁ ଉଳୟ ନଦୀ ନିକଟରେ ଅଛି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି, ମୁଁ ଦର୍ଶନକ୍ରମେ ଦେଖିଲି; ମୁଁ ଦେଖୁ ଦେଖୁ ଦେଖିଲି ଯେ, ମୁଁ ଏଲମ୍ ପ୍ରଦେଶସ୍ଥ ଶୂଶନ୍ ରାଜଗୃହରେ ଅଛି; ଆଉ, ସେହି ଦର୍ଶନରେ ମୁଁ ଦେଖିଲି ଯେ, ମୁଁ ଉଳୟ ନଦୀ ନିକଟରେ ଅଛି। See the chapter |