ଦାନିୟେଲ 8:26 - ପବିତ୍ର ବାଇବଲ26 “ସେ ସମୟରେ ଦର୍ଶନ ବିଷୟରେ ମୁଁ ଯାହା କହିଲି ସେସବୁ ସତ୍ୟ, ମାତ୍ର ତୁମ୍ଭେ ସେହି ଦର୍ଶନ ମୁଦ୍ରାଙ୍କିତ କର। କାରଣ ତାହା ଆଗାମୀ ବହୁ ଦିନ ପର୍ଯ୍ୟନ୍ତ ଘଟିବ ନାହିଁ।” See the chapterପବିତ୍ର ବାଇବଲ (Re-edited) - (BSI)26 ଆଉ, ସନ୍ଧ୍ୟା ଓ ପ୍ରାତଃକାଳ ବିଷୟରେ କଥିତ ଦର୍ଶନ ସତ୍ୟ; ମାତ୍ର ତୁମ୍ଭେ ଏହି ଦର୍ଶନ ମୁଦ୍ରାଙ୍କିତ କର; କାରଣ ତାହା ଆଗାମୀ ଅନେକ ଦିନର କଥା। See the chapterଓଡିଆ ବାଇବେଲ26 ଆଉ, ସନ୍ଧ୍ୟା ଓ ପ୍ରାତଃକାଳ ବିଷୟରେ କଥିତ ଦର୍ଶନ ସତ୍ୟ; ମାତ୍ର ତୁମ୍ଭେ ଏହି ଦର୍ଶନ ମୁଦ୍ରାଙ୍କିତ କର; କାରଣ ତାହା ଆଗାମୀ ଅନେକ ଦିନର କଥା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଆଉ, ସନ୍ଧ୍ୟା ଓ ପ୍ରାତଃକାଳ ବିଷୟରେ କଥିତ ଦର୍ଶନ ସତ୍ୟ; ମାତ୍ର ତୁମ୍ଭେ ଏହି ଦର୍ଶନ ମୁଦ୍ରାଙ୍କିତ କର; କାରଣ ତାହା ଆଗାମୀ ଅନେକ ଦିନର କଥା।” See the chapter |