ଦାନିୟେଲ 8:6 - ପବିତ୍ର ବାଇବଲ6 ସେହି ଛାଗ ଅତ୍ୟନ୍ତ କ୍ରୋଧାନ୍ୱିତ ହୋଇ ଉଲୟ ନଦୀ ନିକଟରେ ଛିଡ଼ା ହୋଇଥିବା ଦୁଇ ଶିଙ୍ଗ ବିଶିଷ୍ଟ ଅଣ୍ତିରା ମେଷ ଆଡ଼କୁ ଧାଇଁଲା। See the chapterପବିତ୍ର ବାଇବଲ (Re-edited) - (BSI)6 ଆଉ, ମୁଁ ଯେଉଁ ଦୁଇ ଶୃଙ୍ଗବିଶିଷ୍ଟ ମେଷକୁ ନଦୀ ସମ୍ମୁଖରେ ଠିଆ ହେବାର ଦେଖିଲି, ତାହା ଆଡ଼କୁ ସେ ଆସି ଆପଣା ବଳର ପ୍ରଚଣ୍ତତାରେ ତାହା ଉପରକୁ ଧାଇଁଲା। See the chapterଓଡିଆ ବାଇବେଲ6 ଆଉ, ମୁଁ ଯେଉଁ ଦୁଇ ଶୃଙ୍ଗବିଶିଷ୍ଟ ମେଷକୁ ନଦୀ ସମ୍ମୁଖରେ ଠିଆ ହେବାର ଦେଖିଲି, ତାହା ଆଡ଼କୁ ସେ ଆସି ଆପଣା ବଳର ପ୍ରଚଣ୍ଡତାରେ ତାହା ଉପରକୁ ଧାଇଁଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆଉ, ମୁଁ ଯେଉଁ ଦୁଇ ଶୃଙ୍ଗବିଶିଷ୍ଟ ମେଷକୁ ନଦୀ ସମ୍ମୁଖରେ ଠିଆ ହେବାର ଦେଖିଲି, ତାହା ଆଡ଼କୁ ସେ ଆସି ଆପଣା ବଳର ପ୍ରଚଣ୍ଡତାରେ ତାହା ଉପରକୁ ଧାଇଁଲା। See the chapter |