ଦାନିୟେଲ 9:2 - ପବିତ୍ର ବାଇବଲ2 ଦାରିୟାବସଙ୍କ ରାଜତ୍ୱର ପ୍ରଥମ ବର୍ଷରେ ମୁଁ ଦାନିୟେଲ, କେତେକ ଗ୍ରନ୍ଥ ପାଠକରି ଜାଣିଲି ଯେ, ଯିରିମିୟ ଭବିଷ୍ୟଦ୍ବକ୍ତା ସଦାପ୍ରଭୁଙ୍କଠାରୁ ବୁଝିଲେ ଯିରୁଶାଲମର ପୁନଃନିର୍ମାଣ ପ୍ରଳୟର ସତୁରି ବର୍ଷ ପରେ ଘଟିଲା। See the chapterପବିତ୍ର ବାଇବଲ (Re-edited) - (BSI)2 ତାହାର ରାଜତ୍ଵର ପ୍ରଥମ ବର୍ଷରେ ମୁଁ ଦାନିୟେଲ ଶାସ୍ତ୍ର ଦ୍ଵାରା ବର୍ଷର ସଂଖ୍ୟା, ଅର୍ଥାତ୍, ଯିରୂଶାଲମର ଉଚ୍ଛିନ୍ନତାର ସମୟ ସତୁରି ବର୍ଷ ହେବା ବିଷୟରେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କର ନିକଟରେ ଉପସ୍ଥିତ ହୋଇଥିଲା, ତାହା ମୁଁ ବୁଝିଲି। See the chapterଓଡିଆ ବାଇବେଲ2 ତାହାର ଶାସନ କାଳର ପ୍ରଥମ ବର୍ଷରେ ମୁଁ, ଦାନିୟେଲ, ଶାସ୍ତ୍ର ଦ୍ୱାରା ବର୍ଷର ସଂଖ୍ୟା, ଅର୍ଥାତ୍, ଯିରୂଶାଲମର ଉଚ୍ଛିନ୍ନତାର ସମୟ ସତୁରି ବର୍ଷ ହେବା ବିଷୟରେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କର ନିକଟରେ ଉପସ୍ଥିତ ହୋଇଥିଲା, ତାହା ମୁଁ ବୁଝିଲି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତାହାର ଶାସନ କାଳର ପ୍ରଥମ ବର୍ଷରେ ମୁଁ, ଦାନିୟେଲ, ଶାସ୍ତ୍ର ଦ୍ୱାରା ବର୍ଷର ସଂଖ୍ୟା, ଅର୍ଥାତ୍, ଯିରୂଶାଲମର ଉଚ୍ଛିନ୍ନତାର ସମୟ ସତୁରି ବର୍ଷ ହେବା ବିଷୟରେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କର ନିକଟରେ ଉପସ୍ଥିତ ହୋଇଥିଲା, ତାହା ମୁଁ ବୁଝିଲି। See the chapter |