ଦ୍ଵିତୀୟ ବିବରଣ 10:9 - ପବିତ୍ର ବାଇବଲ9 ଏଥିପାଇଁ ଲେବୀର ଆପଣା ପରିବାରବର୍ଗ ମଧ୍ୟରେ କୌଣସି ଅଂଶ କି ଅଧିକାର ନାହିଁ। ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତାହାକୁ ଯାହା କହିଅଛନ୍ତି, ତଦନୁସାରେ ସଦାପ୍ରଭୁ ହିଁ ତାହାର ଅଧିକାର। See the chapterପବିତ୍ର ବାଇବଲ (Re-edited) - (BSI)9 ଏନିମନ୍ତେ ଲେବୀର ଆପଣା ଭ୍ରାତୃଗଣ ମଧ୍ୟରେ କୌଣସି ଅଂଶ କି ଅଧିକାର ନାହିଁ; ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତାହାକୁ ଯାହା କହିଅଛନ୍ତି, ତଦନୁସାରେ ସଦାପ୍ରଭୁ ହିଁ ତାହାର ଅଧିକାର)। See the chapterଓଡିଆ ବାଇବେଲ9 ଏନିମନ୍ତେ ଲେବୀର ଆପଣା ଭ୍ରାତୃଗଣ ମଧ୍ୟରେ କୌଣସି ଅଂଶ କି ଅଧିକାର ନାହିଁ; ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତାହାକୁ ଯାହା କହିଅଛନ୍ତି, ତଦନୁସାରେ ସଦାପ୍ରଭୁ ହିଁ ତାହାର ଅଧିକାର ଅଟନ୍ତି)। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏନିମନ୍ତେ ଲେବୀର ଆପଣା ଭ୍ରାତୃଗଣ ମଧ୍ୟରେ କୌଣସି ଅଂଶ କି ଅଧିକାର ନାହିଁ; ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତାହାକୁ ଯାହା କହିଅଛନ୍ତି, ତଦନୁସାରେ ସଦାପ୍ରଭୁ ହିଁ ତାହାର ଅଧିକାର ଅଟନ୍ତି)। See the chapter |