ଦ୍ଵିତୀୟ ବିବରଣ 13:7 - ପବିତ୍ର ବାଇବଲ7 ତୁମ୍ଭମାନଙ୍କର ଚତୁର୍ଦ୍ଦିଗସ୍ଥ ନିକଟବର୍ତ୍ତୀ ବା ତୁମ୍ଭଠାରୁ ଦୂରବର୍ତ୍ତୀ ପୃଥିବୀର ଏକ ପ୍ରାନ୍ତରୁ ଅନ୍ୟପ୍ରାନ୍ତ ପର୍ଯ୍ୟନ୍ତ। See the chapterପବିତ୍ର ବାଇବଲ (Re-edited) - (BSI)7 ତାହା ବିଷୟରେ ତୁମ୍ଭକୁ ଭୁଲାଇ ଯେବେ ତୁମ୍ଭ ମାତୃପୁତ୍ର ଭ୍ରାତା, କି ତୁମ୍ଭ ପୁତ୍ର, କି ତୁମ୍ଭ କନ୍ୟା, କି ତୁମ୍ଭ ବକ୍ଷଃସ୍ଥାୟିନୀ ଭାର୍ଯ୍ୟା, କିଅବା ତୁମ୍ଭ ପ୍ରାଣସମାନ ମିତ୍ର ଗୋପନରେ କହେ, ଚାଲ, ଆମ୍ଭେମାନେ ଅନ୍ୟ ଦେବତାଗଣର ସେବା କରୁ; See the chapterଓଡିଆ ବାଇବେଲ7 ତାହା ବିଷୟରେ ତୁମ୍ଭକୁ ଭୁଲାଇ ଯେବେ ତୁମ୍ଭ ମାତୃପୁତ୍ର ଭ୍ରାତା, କି ତୁମ୍ଭ ପୁତ୍ର, କି ତୁମ୍ଭ କନ୍ୟା, କି ତୁମ୍ଭ ବକ୍ଷଃସ୍ଥାୟିନୀ ଭାର୍ଯ୍ୟା, କିଅବା ତୁମ୍ଭ ପ୍ରାଣ ସମାନ ମିତ୍ର ଗୋପନରେ କହେ, ଚାଲ, ଆମ୍ଭେମାନେ ଅନ୍ୟ ଦେବତାଗଣର ସେବା କରୁ; See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତାହା ବିଷୟରେ ତୁମ୍ଭକୁ ଭୁଲାଇ ଯେବେ ତୁମ୍ଭ ମାତୃପୁତ୍ର ଭ୍ରାତା, କି ତୁମ୍ଭ ପୁତ୍ର, କି ତୁମ୍ଭ କନ୍ୟା, କି ତୁମ୍ଭ ବକ୍ଷଃସ୍ଥାୟିନୀ ଭାର୍ଯ୍ୟା, କିଅବା ତୁମ୍ଭ ପ୍ରାଣ ସମାନ ମିତ୍ର ଗୋପନରେ କହେ, ଚାଲ, ଆମ୍ଭେମାନେ ଅନ୍ୟ ଦେବତାଗଣର ସେବା କରୁ;” See the chapter |