Online Bible

- Advertisements -




ଦ୍ଵିତୀୟ ବିବରଣ 13:9 - ପବିତ୍ର ବାଇବଲ

9-10 ମାତ୍ର, ତୁମ୍ଭେ ସେହି ବ୍ୟକ୍ତିକୁ ହତ୍ୟା କରିବ। ତୁମ୍ଭେ ତାଙ୍କୁ ପଥରରେ ଛେଚି ହତ୍ୟା କରିବ। ତୁମ୍ଭେ ପ୍ରଥମେ ତାଙ୍କୁ ପଥର ଫିଙ୍ଗିବ। କାହିଁକି ଜାଣ ସେ ତୁମ୍ଭକୁ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କଠାରୁ ଦୂରେଇ ନେବାକୁ ଗ୍ଭହାନ୍ତି। ଆଉ ସେ ହେଉଛନ୍ତି ସେହି ସଦାପ୍ରଭୁ ଯିଏକି ତୁମ୍ଭମାନଙ୍କୁ ମିଶର ଦେଶରୁ ବାହାର କରି ଆଣିଥିଲେ। ଯେଉଁଠାରେ ତୁମ୍ଭେମାନେ ଦାସ ପରି ଥିଲ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

9 ମାତ୍ର ତୁମ୍ଭେ ନିଶ୍ଚୟ ତାହାକୁ ବଧ କରିବ; ତାହାକୁ ବଧ କରିବା ପାଇଁ ତୁମ୍ଭ ହସ୍ତ ପ୍ରଥମେ ତାହା ଉପରେ ଉଠିବ, ତହିଁ ଉତ୍ତାରେ ସମସ୍ତ ଲୋକଙ୍କ ହସ୍ତ ଉଠିବ।

See the chapter Copy

ଓଡିଆ ବାଇବେଲ

9 ମାତ୍ର ତୁମ୍ଭେ ନିଶ୍ଚୟ ତାହାକୁ ବଧ କରିବ; ତାହାକୁ ବଧ କରିବା ପାଇଁ ତୁମ୍ଭ ହସ୍ତ ପ୍ରଥମେ ତାହା ଉପରେ ଉଠିବ, ତହିଁ ଉତ୍ତାରେ ସମସ୍ତ ଲୋକଙ୍କ ହସ୍ତ ଉଠିବ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ମାତ୍ର ତୁମ୍ଭେ ନିଶ୍ଚୟ ତାହାକୁ ବଧ କରିବ; ତାହାକୁ ବଧ କରିବା ପାଇଁ ତୁମ୍ଭ ହସ୍ତ ପ୍ରଥମେ ତାହା ଉପରେ ଉଠିବ, ତହିଁ ଉତ୍ତାରେ ସମସ୍ତ ଲୋକଙ୍କ ହସ୍ତ ଉଠିବ।

See the chapter Copy




ଦ୍ଵିତୀୟ ବିବରଣ 13:9

Follow us:

Advertisements


Advertisements