ଦ୍ଵିତୀୟ ବିବରଣ 17:2 - ପବିତ୍ର ବାଇବଲ2 “ଯଦି କେତେକ ପୁରୁଷ ଓ ସ୍ତ୍ରୀ ସଦାପ୍ରଭୁଙ୍କର ନିୟମ ଅବମାନନା କରନ୍ତି ଏବଂ ପାପ କରନ୍ତି ଏବଂ ମୋ’ ଆଦେଶ ବିରୁଦ୍ଧରେ ଯାଆନ୍ତି, ଯେକୌଣସି ନଗର ମଧ୍ୟରେ ଯେଉଁଗୁଡ଼ିକୁ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭମାନଙ୍କୁ ଦେଇଛନ୍ତି ଏବଂ ତାଙ୍କର ନିୟମ ଭଙ୍ଗ କରନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)2 ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଯେ ଯେ ନଗର ଦିଅନ୍ତି, ତହିଁର କୌଣସି ନଗରଦ୍ଵାର ମଧ୍ୟରେ ଯେବେ କୌଣସି ପୁରୁଷ କି ସ୍ତ୍ରୀ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ନିୟମ ଲଙ୍ଘନ କରି ତାହାଙ୍କ ଦୃଷ୍ଟିରେ କୁକର୍ମ କରୁଥିବାର ଦେଖାଯାଏ See the chapterଓଡିଆ ବାଇବେଲ2 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଯେଉଁ ନଗର ଦିଅନ୍ତି, ତହିଁର କୌଣସି ନଗରଦ୍ୱାର ମଧ୍ୟରେ ଯଦି କୌଣସି ପୁରୁଷ କି ସ୍ତ୍ରୀ, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିୟମ ଲଙ୍ଘନ କରି ତାହାଙ୍କ ଦୃଷ୍ଟିରେ କୁକର୍ମ କରୁଥିବାର ଦେଖାଯାଏ See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଯେଉଁ ନଗର ଦିଅନ୍ତି, ତହିଁର କୌଣସି ନଗର-ଦ୍ୱାର ମଧ୍ୟରେ ଯଦି କୌଣସି ପୁରୁଷ କି ସ୍ତ୍ରୀ, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିୟମ ଲଙ୍ଘନ କରି ତାହାଙ୍କ ଦୃଷ୍ଟିରେ କୁକର୍ମ କରୁଥିବାର ଦେଖାଯାଏ See the chapter |