Online Bible

- Advertisements -




ଦ୍ଵିତୀୟ ବିବରଣ 17:9 - ପବିତ୍ର ବାଇବଲ

9 ତୁମ୍ଭେ ଲେବୀ ପରିବାରବର୍ଗର ଯାଜକମାନଙ୍କ ପାଖକୁ ଓ ବିଗ୍ଭରକର୍ତ୍ତା ନିକଟକୁ ଯିବା ଉଚିତ୍, ଯେଉଁମାନେ ସେସମୟରେ ଉପସ୍ଥିତ ଥିଲେ। ଆଉ ତୁମ୍ଭେମାନେ ବୁଝିବ ତହିଁରେ ସେମାନେ ତୁମ୍ଭକୁ ବିଗ୍ଭରର ନିଷ୍ପତ୍ତି ଜଣାଇବେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

9 ପୁଣି ତୁମ୍ଭେ ଲେବୀୟ ଯାଜକମାନଙ୍କ ନିକଟକୁ ଓ ସେହି ସମୟର ବିଚାରକର୍ତ୍ତା ନିକଟକୁ ଯିବ; ଆଉ ତୁମ୍ଭେ ବୁଝିବ; ତହିଁରେ ସେମାନେ ତୁମ୍ଭକୁ ବିଚାରର ନିଷ୍ପତ୍ତି ଜଣାଇବେ;

See the chapter Copy

ଓଡିଆ ବାଇବେଲ

9 ପୁଣି ତୁମ୍ଭେ ଲେବୀୟ ଯାଜକମାନଙ୍କ ନିକଟକୁ ଓ ସେହି ସମୟର ବିଚାରକର୍ତ୍ତାଙ୍କ ନିକଟକୁ ଯିବ; ଆଉ ତୁମ୍ଭେ ବୁଝିବ; ତହିଁରେ ସେମାନେ ତୁମ୍ଭକୁ ବିଚାରର ନିଷ୍ପତ୍ତି ଜଣାଇବେ;

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ପୁଣି ତୁମ୍ଭେ ଲେବୀୟ ଯାଜକମାନଙ୍କ ନିକଟକୁ ଓ ସେହି ସମୟର ବିଚାରକର୍ତ୍ତାଙ୍କ ନିକଟକୁ ଯିବ; ଆଉ ତୁମ୍ଭେ ବୁଝିବ; ତହିଁରେ ସେମାନେ ତୁମ୍ଭକୁ ବିଚାରର ନିଷ୍ପତ୍ତି ଜଣାଇବେ;

See the chapter Copy




ଦ୍ଵିତୀୟ ବିବରଣ 17:9

Follow us:

Advertisements


Advertisements