ଦ୍ଵିତୀୟ ବିବରଣ 18:4 - ପବିତ୍ର ବାଇବଲ4 ତୁମ୍ଭେ ଆପଣା ଶସ୍ୟର, ଆପଣା ଦ୍ରାକ୍ଷାରସର, ଆପଣା ତୈଳର, ଆପଣା ମେଷ ଲୋମର ପ୍ରଥମ ଭାଗ ଯାଜକଗଣଙ୍କୁ ନିଶ୍ଚିତ ଦେବ। See the chapterପବିତ୍ର ବାଇବଲ (Re-edited) - (BSI)4 ତୁମ୍ଭେ ଆପଣା ଶସ୍ୟର, ଆପଣା ଦ୍ରାକ୍ଷାରସର ଓ ଆପଣା ତୈଳର ଓ ଆପଣା ମେଷଲୋମର ଅଗ୍ରୀମାଂଶ ତାହାକୁ ଦେବ। See the chapterଓଡିଆ ବାଇବେଲ4 ତୁମ୍ଭେ ଆପଣା ଶସ୍ୟର, ଆପଣା ଦ୍ରାକ୍ଷାରସର, ଓ ଆପଣା ତୈଳର ଓ ଆପଣା ମେଷଲୋମର ଅଗ୍ରିମାଂଶ ତାହାକୁ ଦେବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତୁମ୍ଭେ ଆପଣା ଶସ୍ୟର, ଆପଣା ଦ୍ରାକ୍ଷାରସର, ଓ ଆପଣା ତୈଳର ଓ ଆପଣା ମେଷଲୋମର ଅଗ୍ରିମାଂଶ ତାହାକୁ ଦେବ। See the chapter |