ଦ୍ଵିତୀୟ ବିବରଣ 18:7 - ପବିତ୍ର ବାଇବଲ7 ସେହି ସ୍ଥାନରେ ସେ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେବାର ଆପଣା ସମସ୍ତ ଲେବୀୟ ଭାଇମାନଙ୍କ ପରି ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମରେ ସେବା କରିବ। See the chapterପବିତ୍ର ବାଇବଲ (Re-edited) - (BSI)7 ତେବେ ସେ ସ୍ଥାନରେ ସେ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେବାର ଆପଣା ସମସ୍ତ ଲେବୀୟ ଭାଇମାନଙ୍କ ପରି ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ନାମରେ ସେବା କରିବ। See the chapterଓଡିଆ ବାଇବେଲ7 ତେବେ ସେହି ସ୍ଥାନରେ ସେ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେବାର ଆପଣା ସମସ୍ତ ଲେବୀୟ ଭାଇମାନଙ୍କ ପରି ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମରେ ସେବା କରିବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତେବେ ସେହି ସ୍ଥାନରେ ସେ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେବାର ଆପଣା ସମସ୍ତ ଲେବୀୟ ଭାଇମାନଙ୍କ ପରି ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମରେ ସେବା କରିବ। See the chapter |