ଦ୍ଵିତୀୟ ବିବରଣ 19:9 - ପବିତ୍ର ବାଇବଲ9 ସେ ଏପରି କରିବେ ଯେତେବେଳେ ତୁମ୍ଭେମାନେ ସମ୍ପୂର୍ଣ୍ଣ ଭାବେ ସର୍ବାନ୍ତକରଣରେ, ମୁଁ ଆଜି କହୁଥିବା ତାଙ୍କର ଆଜ୍ଞାମାନ ପାଳନ କରିବ। ଯଦି ତୁମ୍ଭେମାନେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱରଙ୍କୁ ପ୍ରେମ କର ଏବଂ ତାଙ୍କର ଗ୍ଭହିଁବା ଅନୁସାରେ ତୁମ୍ଭେମାନେ ଚଳ। ଏହା ପରେ ପରମେଶ୍ୱର ତୁମ୍ଭମାନଙ୍କ ସୀମା ବୃଦ୍ଧି କଲେ ତୁମ୍ଭେମାନେ ଆଉ ତିନୋଟି ନିରାପଦ ନଗରୀ ନିର୍ମାଣ କରିବ। ସେଗୁଡ଼ିକ ପୂର୍ବ ନିରାପଦ ନଗର ସହିତ ସଂଯୁକ୍ତ କରିବ। See the chapterପବିତ୍ର ବାଇବଲ (Re-edited) - (BSI)9 ଯେବେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭ ପୂର୍ବପୁରୁଷମାନଙ୍କ ପ୍ରତି ଆପଣା ଶପଥ ଅନୁସାରେ ତୁମ୍ଭ ସୀମା ବୃଦ୍ଧି କରନ୍ତି ଓ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ପ୍ରତିଜ୍ଞାତ ସମସ୍ତ ଦେଶ ତୁମ୍ଭକୁ ଦିଅନ୍ତି; ତେବେ ତୁମ୍ଭେ ସେହି ତିନି ନଗର ଭିନ୍ନ ତୁମ୍ଭ ପାଇଁ ଆଉ ତିନୋଟି ନଗର ନିରୂପଣ କରିବ; See the chapterଓଡିଆ ବାଇବେଲ9 ଯେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ପୂର୍ବପୁରୁଷମାନଙ୍କ ପ୍ରତି ଆପଣା ଶପଥ ଅନୁସାରେ ତୁମ୍ଭ ସୀମା ବୃଦ୍ଧି କରନ୍ତି ଓ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ପ୍ରତିଜ୍ଞାତ ସମସ୍ତ ଦେଶ ତୁମ୍ଭକୁ ଦିଅନ୍ତି; ତେବେ ତୁମ୍ଭେ ସେହି ତିନି ନଗର ବ୍ୟତୀତ ତୁମ୍ଭ ପାଇଁ ଆଉ ତିନୋଟି ନଗର ନିରୂପଣ କରିବ; See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଯେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ପୂର୍ବପୁରୁଷମାନଙ୍କ ପ୍ରତି ଆପଣା ଶପଥ ଅନୁସାରେ ତୁମ୍ଭ ସୀମା ବୃଦ୍ଧି କରନ୍ତି ଓ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ପ୍ରତିଜ୍ଞାତ ସମସ୍ତ ଦେଶ ତୁମ୍ଭକୁ ଦିଅନ୍ତି; ତେବେ ତୁମ୍ଭେ ସେହି ତିନି ନଗର ବ୍ୟତୀତ ତୁମ୍ଭ ପାଇଁ ଆଉ ତିନୋଟି ନଗର ନିରୂପଣ କରିବ; See the chapter |