ଦ୍ଵିତୀୟ ବିବରଣ 2:10 - ପବିତ୍ର ବାଇବଲ10 ଅତୀତରେ ସେହି ସ୍ଥାନରେ ଏମୀୟ ଲୋକମାନେ ବାସ କରୁଥିଲେ। ସେମାନେ ଶକ୍ତିଶାଳୀ ଥିଲେ, ସେମାନେ ବହୁତ ସଂଖ୍ୟକ ଥିଲେ। ଏବଂ ଅନାକୀୟମାନଙ୍କ ପରି ଦୀର୍ଘକାୟ ଥିଲେ। See the chapterପବିତ୍ର ବାଇବଲ (Re-edited) - (BSI)10 (ପୂର୍ବେ ସେହି ସ୍ଥାନରେ ଏମୀୟ ଲୋକମାନେ ବାସ କଲେ, ସେମାନେ ବଳବାନ ଓ ଅନେକ ଓ ଅନାକୀୟମାନଙ୍କ ପରି ଦୀର୍ଘକାୟ ଥିଲେ। See the chapterଓଡିଆ ବାଇବେଲ10 (ପୂର୍ବେ ସେହି ସ୍ଥାନରେ ଏମୀୟ ଲୋକମାନେ ବାସ କରୁଥିଲେ, ସେମାନେ ବଳବାନ ଓ ଅନେକ ଓ ଅନାକୀୟମାନଙ୍କ ପରି ଉଚ୍ଚ ଥିଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 (ପୂର୍ବେ ସେହି ସ୍ଥାନରେ ଏମୀୟ ଲୋକମାନେ ବାସ କରୁଥିଲେ, ସେମାନେ ବଳବାନ ଓ ଅନେକ ଓ ଅନାକୀୟମାନଙ୍କ ପରି ଉଚ୍ଚ ଥିଲେ। See the chapter |