Online Bible

- Advertisements -




ଦ୍ଵିତୀୟ ବିବରଣ 2:30 - ପବିତ୍ର ବାଇବଲ

30 “କିନ୍ତୁ ହି‌ଷ୍‌ବୋନର ରାଜା ସୀହୋନ୍ ତାଙ୍କ ଦେଶ ମଧ୍ୟଦେଇ ଆମ୍ଭମାନଙ୍କୁ ଯିବାକୁ ଦେଲେ ନାହିଁ। ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତାଙ୍କର ହୃଦୟ କଠିନ କରାଇଲେ। ସଦାପ୍ରଭୁ ଏପରି କଲେ, ତୁମ୍ଭେମାନେ ସୀହୋନକୁ ପରାସ୍ତ କରି ପାରିବ, ଏବଂ ଆଜି ଆମ୍ଭେ ଜାଣିଲୁ ବାସ୍ତବରେ କ’ଣ ସବୁ ଘଟିଲା।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

30 ମାତ୍ର ହିଷ୍ବୋନର ରାଜା ସୀହୋନ ଆପଣା ଦେଶ ମଧ୍ୟଦେଇ ଯିବା ପାଇଁ ଆମ୍ଭମାନଙ୍କୁ ଅନୁମତି ଦେଲା ନାହିଁ, କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ଵର ତୁମ୍ଭ ହସ୍ତରେ ଆଜିର ନ୍ୟାୟ ତାହାକୁ ସମର୍ପଣ କରିବା ପାଇଁ ତାହାର ମନ କଠିନ କଲେ ଓ ତାହାର ହୃଦୟ ଶକ୍ତ କଲେ।

See the chapter Copy

ଓଡିଆ ବାଇବେଲ

30 ମାତ୍ର ହିଷ୍‍ବୋନର ରାଜା ସୀହୋନ ଆପଣା ଦେଶ ମଧ୍ୟଦେଇ ଯିବା ପାଇଁ ଆମ୍ଭମାନଙ୍କୁ ଅନୁମତି ଦେଲା ନାହିଁ, କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ହସ୍ତରେ ଆଜିର ନ୍ୟାୟ ତାହାକୁ ସମର୍ପଣ କରିବା ପାଇଁ ତାହାର ମନ କଠିନ କଲେ ଓ ତାହାର ହୃଦୟ ଶକ୍ତ କଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ମାତ୍ର ହିଷ୍‍ବୋନର ରାଜା ସୀହୋନ ଆପଣା ଦେଶ ମଧ୍ୟଦେଇ ଯିବା ପାଇଁ ଆମ୍ଭମାନଙ୍କୁ ଅନୁମତି ଦେଲା ନାହିଁ, କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ହସ୍ତରେ ଆଜିର ନ୍ୟାୟ ତାହାକୁ ସମର୍ପଣ କରିବା ପାଇଁ ତାହାର ମନ କଠିନ କଲେ ଓ ତାହାର ହୃଦୟ ଶକ୍ତ କଲେ।

See the chapter Copy




ଦ୍ଵିତୀୟ ବିବରଣ 2:30

Follow us:

Advertisements


Advertisements