ଦ୍ଵିତୀୟ ବିବରଣ 2:31 - ପବିତ୍ର ବାଇବଲ31 “ସଦାପ୍ରଭୁ ମୋତେ କହିଲେ, ‘ଆମ୍ଭେ ସୀହୋନ ଏବଂ ତାଙ୍କର ରାଜାଙ୍କୁ ସମର୍ପଣ କରିବା। ବର୍ତ୍ତମାନ ଯାଅ ସେହି ଦେଶକୁ ଅଧିକାର କର!’ See the chapterପବିତ୍ର ବାଇବଲ (Re-edited) - (BSI)31 ପୁଣି ସଦାପ୍ରଭୁ ମୋତେ କହିଲେ, ଦେଖ, ଆମ୍ଭେ ସୀହୋନକୁ ଓ ତାହାର ଦେଶକୁ ତୁମ୍ଭ ଆଗରେ ସମର୍ପଣ କରିବାକୁ ପ୍ରବୃତ୍ତ ହେଲୁଣି; ତୁମ୍ଭେ ତାହାର ଦେଶ ଅଧିକାର କରିବାକୁ ପ୍ରବୃତ୍ତ ହୁଅ। See the chapterଓଡିଆ ବାଇବେଲ31 ପୁଣି ସଦାପ୍ରଭୁ ମୋତେ କହିଲେ, “ଦେଖ, ଆମ୍ଭେ ସୀହୋନକୁ ଓ ତାହାର ଦେଶକୁ ତୁମ୍ଭ ଆଗରେ ସମର୍ପଣ କରିବାକୁ ପ୍ରବୃତ୍ତ ହେଲୁଣି ତୁମ୍ଭେ ତାହାର ଦେଶ ଅଧିକାର କରିବାକୁ ପ୍ରବୃତ୍ତ ହୁଅ।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ପୁଣି ସଦାପ୍ରଭୁ ମୋତେ କହିଲେ, “ଦେଖ, ଆମ୍ଭେ ସୀହୋନକୁ ଓ ତାହାର ଦେଶକୁ ତୁମ୍ଭ ଆଗରେ ସମର୍ପଣ କରିବାକୁ ପ୍ରବୃତ୍ତ ହେଲୁଣି ତୁମ୍ଭେ ତାହାର ଦେଶ ଅଧିକାର କରିବାକୁ ପ୍ରବୃତ୍ତ ହୁଅ।” See the chapter |