ଦ୍ଵିତୀୟ ବିବରଣ 2:35 - ପବିତ୍ର ବାଇବଲ35 ଆମ୍ଭେମାନେ କେବଳ ପଶୁଗଣକୁ ଓ ଯେଉଁ ଯେଉଁ ନଗର ହସ୍ତଗତ କଲୁ ତାହାର ସବୁ ଲୁଟିତ ଦ୍ରବ୍ୟ ଆମ୍ଭେମାନେ ନିଜ ନିଜ ପାଇଁ ଗ୍ରହଣ କଲୁ। See the chapterପବିତ୍ର ବାଇବଲ (Re-edited) - (BSI)35 କେବଳ ପଶୁଗଣକୁ ଓ ଯେ ଯେ ନଗର ହସ୍ତଗତ କରିଥିଲୁ, ତହିଁର ଲୁଟିତ ଦ୍ରବ୍ୟସବୁକୁ ଆମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଗ୍ରହଣ କଲୁ। See the chapterଓଡିଆ ବାଇବେଲ35 କେବଳ ପଶୁଗଣକୁ ଓ ଯେ ଯେ ନଗର ହସ୍ତଗତ କରିଥିଲୁ, ତହିଁର ଲୁଟିତ ଦ୍ରବ୍ୟସବୁକୁ ଆମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଗ୍ରହଣ କଲୁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 କେବଳ ପଶୁଗଣକୁ ଓ ଯେ ଯେ ନଗର ହସ୍ତଗତ କରିଥିଲୁ, ତହିଁର ଲୁଟିତ ଦ୍ରବ୍ୟସବୁକୁ ଆମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଗ୍ରହଣ କଲୁ। See the chapter |