Online Bible

- Advertisements -




ଦ୍ଵିତୀୟ ବିବରଣ 2:37 - ପବିତ୍ର ବାଇବଲ

37 କେବଳ ଅମ୍ମୋନ-ସନ୍ତାନଗଣଙ୍କ ଦେଶ ଅର୍ଥାତ ଯବ୍ବୋକ୍ ନଦୀର ପାର୍ଶ୍ୱସ୍ଥ ପ୍ରଦେଶ ଓ ପର୍ବତମୟ ସକଳ ନଗର ପ୍ରଭୃତି ଯେଉଁ ଦେଶ ବିଷୟରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ନିଷେଧ କରିଥିଲେ, ତହିଁ ନିକଟକୁ ତୁମ୍ଭେମାନେ ଯାଅ ନାହିଁ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

37 କେବଳ ଅମ୍ମୋନ-ସନ୍ତାନମାନଙ୍କ ଦେଶ, ଅର୍ଥାତ୍, ଯବ୍ବୋକ୍ ନଦୀର ପାର୍ଶ୍ଵସ୍ଥ ପ୍ରଦେଶ ଓ ପର୍ବତମୟ ସକଳ ନଗର ପ୍ରଭୃତି ଯେଉଁ ଦେଶ ବିଷୟରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ନିଷେଧ କରିଥିଲେ; ତହିଁ ନିକଟରେ ତୁମ୍ଭେ ଉପସ୍ଥିତ ହେଲ ନାହିଁ।

See the chapter Copy

ଓଡିଆ ବାଇବେଲ

37 କେବଳ ଅମ୍ମୋନ-ସନ୍ତାନମାନଙ୍କ ଦେଶ, ଅର୍ଥାତ୍‍, ଯବ୍ବୋକ୍‍ ନଦୀର ପାର୍ଶ୍ଵସ୍ଥ ପ୍ରଦେଶ ଓ ପର୍ବତମୟ ସକଳ ନଗର ପ୍ରଭୃତି ଯେଉଁ ଦେଶ ବିଷୟରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ନିଷେଧ କରିଥିଲେ; ତହିଁ ନିକଟରେ ତୁମ୍ଭେ ଉପସ୍ଥିତ ହେଲ ନାହିଁ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 କେବଳ ଅମ୍ମୋନ-ସନ୍ତାନମାନଙ୍କ ଦେଶ, ଅର୍ଥାତ୍‍, ଯବ୍ବୋକ୍‍ ନଦୀର ପାର୍ଶ୍ୱସ୍ଥ ପ୍ରଦେଶ ଓ ପର୍ବତମୟ ସକଳ ନଗର ପ୍ରଭୃତି ଯେଉଁ ଦେଶ ବିଷୟରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ନିଷେଧ କରିଥିଲେ; ତହିଁ ନିକଟରେ ତୁମ୍ଭେ ଉପସ୍ଥିତ ହେଲ ନାହିଁ।

See the chapter Copy




ଦ୍ଵିତୀୟ ବିବରଣ 2:37

Follow us:

Advertisements


Advertisements