ଦ୍ଵିତୀୟ ବିବରଣ 2:6 - ପବିତ୍ର ବାଇବଲ6 ଏଷୌର ଲୋକମାନଙ୍କୁ, ତୁମ୍ଭେମାନେ ଖାଉଥିବା ଖାଦ୍ୟ ଓ ପିଉଥିବା ପାଣି ପାଇଁ ମୁଦ୍ରା ଦେବାକୁ ହେବ। See the chapterପବିତ୍ର ବାଇବଲ (Re-edited) - (BSI)6 ତୁମ୍ଭେମାନେ ରୂପା ଦେଇ ସେମାନଙ୍କଠାରୁ ଅନ୍ନ କିଣି ଭୋଜନ କରିବ ଓ ରୂପା ଦେଇ ଜଳ କିଣି ପାନ କରିବ। See the chapterଓଡିଆ ବାଇବେଲ6 ତୁମ୍ଭେମାନେ ରୂପା (ଟଙ୍କା) ଦେଇ ସେମାନଙ୍କଠାରୁ ଅନ୍ନ କିଣି ଭୋଜନ କରିବ ଓ ରୂପା ଦେଇ ଜଳ କିଣି ପାନ କରିବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତୁମ୍ଭେମାନେ ରୂପା (ଟଙ୍କା) ଦେଇ ସେମାନଙ୍କଠାରୁ ଅନ୍ନ କିଣି ଭୋଜନ କରିବ ଓ ରୂପା ଦେଇ ଜଳ କିଣି ପାନ କରିବ। See the chapter |