ଦ୍ଵିତୀୟ ବିବରଣ 20:4 - ପବିତ୍ର ବାଇବଲ4 କାରଣ, ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ସହିତ ଅଛନ୍ତି। ସଦାପ୍ରଭୁ ତୁମ୍ଭକୁ ଯୁଦ୍ଧରେ ସାହାଯ୍ୟ କରିବେ ଓ ସେ ତୁମ୍ଭକୁ ଯୁଦ୍ଧରେ ଜୟ ଯୁକ୍ତ କରାଇବେ।’ See the chapterପବିତ୍ର ବାଇବଲ (Re-edited) - (BSI)4 କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ତୁମ୍ଭମାନଙ୍କ ସପକ୍ଷ ହୋଇ ତୁମ୍ଭମାନଙ୍କ ଶତ୍ରୁଗଣର ପ୍ରତିକୂଳରେ ଯୁଦ୍ଧ କରି ରକ୍ଷା କରିବାକୁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଯାଉଅଛନ୍ତି। See the chapterଓଡିଆ ବାଇବେଲ4 କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ସପକ୍ଷ ହୋଇ ତୁମ୍ଭମାନଙ୍କ ଶତ୍ରୁଗଣର ପ୍ରତିକୂଳରେ ଯୁଦ୍ଧ କରି ରକ୍ଷା କରିବାକୁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଯାଉଅଛନ୍ତି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ସପକ୍ଷ ହୋଇ ତୁମ୍ଭମାନଙ୍କ ଶତ୍ରୁଗଣର ପ୍ରତିକୂଳରେ ଯୁଦ୍ଧ କରି ରକ୍ଷା କରିବାକୁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଯାଉଅଛନ୍ତି।” See the chapter |