ଦ୍ଵିତୀୟ ବିବରଣ 22:4 - ପବିତ୍ର ବାଇବଲ4 “ଯଦି ତୁମ୍ଭର ପଡ଼ୋଶୀମାନଙ୍କର ଗଧ ଅବା ଗାଈ ବାଟରେ ପଡ଼ି ଯିବାର ଦେଖିବ ତୁମ୍ଭେ ସେମାନଙ୍କୁ ଉଠାଇ ଦେବ କିଅବା ଉଠାଇବାରେ ସାହାଯ୍ୟ କରିବ। See the chapterପବିତ୍ର ବାଇବଲ (Re-edited) - (BSI)4 ତୁମ୍ଭେ ଆପଣା ଭାଇର ଗଧ କି ବଳଦ ବାଟରେ ପଡ଼ିଯିବାର ଦେଖିଲେ, ତହିଁ ପ୍ରତି ଅମନୋଯୋଗୀ ହେବ ନାହିଁ; ତୁମ୍ଭେ ସେମାନଙ୍କୁ ପୁନର୍ବାର ଉଠାଇବା ପାଇଁ ଅବଶ୍ୟ ତାହାର ଉପକାର କରିବ। See the chapterଓଡିଆ ବାଇବେଲ4 ତୁମ୍ଭେ ଆପଣା ଭାଇର ଗଧ କି ବଳଦ ବାଟରେ ପଡ଼ିଯିବାର ଦେଖିଲେ, ତହିଁ ପ୍ରତି ଅମନୋଯୋଗୀ ହେବ ନାହିଁ; ତୁମ୍ଭେ ସେମାନଙ୍କୁ ପୁନର୍ବାର ଉଠାଇବା ପାଇଁ ଅବଶ୍ୟ ତାହାର ଉପକାର କରିବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତୁମ୍ଭେ ଆପଣା ଭାଇର ଗଧ କି ବଳଦ ବାଟରେ ପଡ଼ିଯିବାର ଦେଖିଲେ, ତହିଁ ପ୍ରତି ଅମନୋଯୋଗୀ ହେବ ନାହିଁ; ତୁମ୍ଭେ ସେମାନଙ୍କୁ ପୁନର୍ବାର ଉଠାଇବା ପାଇଁ ଅବଶ୍ୟ ତାହାର ଉପକାର କରିବ। See the chapter |