Online Bible

- Advertisements -




ଦ୍ଵିତୀୟ ବିବରଣ 22:9 - ପବିତ୍ର ବାଇବଲ

9 “ତୁମ୍ଭେମାନେ ତୁମ୍ଭମାନଙ୍କର ଦ୍ରାକ୍ଷାକ୍ଷେତ୍ରରେ ମିଶ୍ରିତ ବୀଜ ରୋପଣ କର ନାହିଁ। ତୁମ୍ଭେ ଏପରି ଯଦି କର, ଯେଉଁ ବୀଜ ବୁଣା ଯାଇଥିଲା ବା ଯେଉଁ ଫଳ ଫଳିଛି, ସେଗୁଡ଼ିକ ତୁମ୍ଭକୁ ବ୍ୟବହାର କରିବା ପାଇଁ ଅନୁମତି ଦିଆଯିବ ନାହିଁ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

9 ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ରରେ ମିଶ୍ରିତ ବୀଜ ବୁଣିବ ନାହିଁ ; ତାହା କଲେ ତୁମ୍ଭ ବୁଣା ବୀଜ ଓ ଦ୍ରାକ୍ଷାକ୍ଷେତ୍ରର ସମୁଦାୟ ଫଳ ତଣ୍ତ ରୂପେ ନିଆଯିବ।

See the chapter Copy

ଓଡିଆ ବାଇବେଲ

9 ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ରରେ ମିଶ୍ରିତ ବୀଜ ବୁଣିବ ନାହିଁ; ତାହା କଲେ ତୁମ୍ଭ ବୁଣା ବୀଜ ଓ ଦ୍ରାକ୍ଷାକ୍ଷେତ୍ରର ସମୁଦାୟ ଫଳ ଜବତ ରୂପେ ନିଆଯିବ ନାହିଁ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ରରେ ମିଶ୍ରିତ ବୀଜ ବୁଣିବ ନାହିଁ; ତାହା କଲେ ତୁମ୍ଭ ବୁଣା ବୀଜ ଓ ଦ୍ରାକ୍ଷାକ୍ଷେତ୍ରର ସମୁଦାୟ ଫଳ ଜବତ ରୂପେ ନିଆଯିବ ନାହିଁ।

See the chapter Copy




ଦ୍ଵିତୀୟ ବିବରଣ 22:9

Follow us:

Advertisements


Advertisements